Posted inଖେଳ

ସନ୍ଦେହ ଚକ୍ଷୁରେ ୨୪ ପ୍ରଦର୍ଶନ ଟେନିସ ମ୍ୟାଚ

ଲଣ୍ଡନ, ୧୨ା୭ (ଏପି)-କରୋନା ଭାଇରସ୍‌ ଯୋଗୁ ମହିଳା ଓ ପୁରୁଷ ଟେନିସ୍‌ ଟୁର୍‌ ସ୍ଥଗିତ ରଖାଯାଇଥିଲା। ଏହି ସମୟ ମଧ୍ୟରେ ଅନୁଷ୍ଠିତ ୨୪ଟି ପ୍ରଦର୍ଶନୀ ମ୍ୟାଚକୁ ଟେନିସ ଇଣ୍ଟିଗ୍ରିଟି ୟୁନିଟ୍‌ (ଟିଆଇୟୁ) ସନ୍ଦେହ ଚକ୍ଷୁରେ ଦେଖୁଛି। ଟିଆଇୟୁ ଖେଳରେ ମ୍ୟାଚ୍‌ ଫିକ୍ସିଂ ଅଭିଯୋଗର ତଦନ୍ତ କରିଥାଏ। ଏପ୍ରିଲ ଓ ଜୁନ୍‌ ମଧ୍ୟରେ ଅନୁଷ୍ଠିତ ଘରୋଇ ଟୁର୍ନାମେଣ୍ଟଗୁଡ଼ିକ ନେଇ ଏହାକୁ ରିପୋର୍ଟ ମିଳିଛି। ଲକ୍‌ଡାଉନ୍‌ ସମୟରେ ଖେଳାଯାଇଥିବା ମ୍ୟାଚରେ ବେଟିଂ ଅବା ଫିକ୍ସିଂ ହୋଇଥିବା ଯାହା ସନ୍ଦେହ କରାଯାଉଛି ଯଦି ସତ୍ୟ ବୋଲି ଜଣାପଡ଼େ ଖେଳ ପାଇଁ ଶୁଭଙ୍କର ନୁହେଁ। ଅଗଷ୍ଟରେ ଯେତେବେଳେ ପ୍ରଫେଶନାଲ ଟେନିସ ଆରମ୍ଭ ହେବ ଦୁର୍ନୀତିଖୋରମାନଙ୍କ ଖରାପ ନଜର ପଡ଼ିପାରେ। ମାର୍ଚ୍ଚରେ ଏଟିପି ଓ ଡବ୍ଲ୍ୟୁଟିଏ ଟୁର୍‌ ବନ୍ଦ ହୋଇଯିବା ପରେ ବିଭିନ୍ନ ସ୍ଥାନରେ ଘରୋଇ ପ୍ରଦର୍ଶନୀ ମ୍ୟାଚ ଆୟୋଜିତ ହୋଇଥିଲା। ଏଥିରେ ବହୁ ନିମ୍ନ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି ଅଂଶଗ୍ରହଣ କରିଥିଲେ। ତେବେ ଗୋଟିଏ ଟେନିସ ଇଭେଣ୍ଟରେ ନାମୀ ଖେଳାଳିମାନେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri