ଆଇଟିବିପିର ୨୦ ଯବାନଙ୍କୁ ଦିଆଗଲା କରୋନା ଟିକା

ନୂଆଦିଲ୍ଲୀ,୧୬ ।୧: କରୋନା ମହାମାରୀକୁ ନେଇ ଭାରତରେ ବିଶ୍ୱର ସବୁଠାରୁ ବଡ ଟିକାକରଣ କାର୍ଯ୍ୟକ୍ରମ ଶନିବାର ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିଛନ୍ତି । ଲଦ୍ଦାଖରେ ମୁତୟନ ଥିବା ଇଣ୍ଡୋ ତିବ୍ୱତ ବର୍ଡର ପୋଲିସ (ଆଇଟିବିପି)ର ପାଖାପାଖି ୨୦ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଏହି ଟିକା ଦିଆଯାଇଛି । ଆଇଟିବିପିର ପ୍ରବକ୍ତା ବିବେକ କୁମାର ପାଣ୍ଡେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଟିକା ନେଇଥିବା ସଦସ୍ୟମାନଙ୍କ ଭିତରେ ୨ ମହିଳା ଅଧିକାର, ମୁଖ୍ୟ ଚିକିତ୍ସା ଅଧିକାରୀ ସାମିଲ ଅଛନ୍ତି । କରୋନା ମହାମାରୀ ପାଖାପାଖି ଏକ ବର୍ଷ ହେବ ସାରା ବିଶ୍ୱକୁ ତା’କବଳରେ ରଖିଥିବା ବେଳେ ଏବେ ଏହାର ଭ୍ୟାକ୍ସିନ ନୂଆ ଆଶା ସଞ୍ଚାର କରିଛି । ଦେଶରେ ଖୁବଶୀଘ୍ର ଆଉ ଏକ ଭ୍ୟାକ୍ସିନ ଉପଲବ୍ଧ ହେବ ବୋଲି କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri