Posted inଜାତୀୟ

ଜମ୍ମୁ-କଶ୍ମୀରରେ କଂଗ୍ରେସରୁ ଇସ୍ତଫା ଦେଲେ ଆଉ ୨୦ ନେତା, ରବିବାର ଆଜାଦ କରିବେ ଜନସଭା

ଜମ୍ମୁ,୩ ।୯: କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କ ସମର୍ଥନରେ ପ୍ରଦେଶ କଂଗ୍ରେସ କମିଟିର ନେତା ଓ କର୍ମୀଙ୍କ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି । ଜିଲା କଂଗ୍ରେସ ଜମ୍ମୁ ସମେତ ୨୦ ଜଣ ନେତା ଏବଂ ପଦାଧିକାରୀ ଶୁକ୍ରବାର ପୂର୍ବତନ ବିଧାୟକ ବଲୱାନ ସିଂଙ୍କ ଉପସ୍ଥିତିରେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି ।
ଆଗକୁ ଅନ୍ୟ ଜିଲାରେ ବି ଆଜାଦଙ୍କ ସମର୍ଥକ ଦଳରୁ ଇସ୍ତଫା ଦେଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ଇସ୍ତଫା ଦେଇଥିବା ଅଧିକାଂଶ ନେତା ଓ ପଦାଧିକାରୀ ୪ ସେପ୍ଟେମ୍ବରରେ ଆଜାଦଙ୍କ ଜନସଭାରେ ଯୋଗଦେବେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍‌ରୁ ଶିଖିବ କି ଭାରତ?

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri