Posted inଜାତୀୟ

ଜମ୍ମୁ-କଶ୍ମୀରରେ କଂଗ୍ରେସରୁ ଇସ୍ତଫା ଦେଲେ ଆଉ ୨୦ ନେତା, ରବିବାର ଆଜାଦ କରିବେ ଜନସଭା

ଜମ୍ମୁ,୩ ।୯: କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କ ସମର୍ଥନରେ ପ୍ରଦେଶ କଂଗ୍ରେସ କମିଟିର ନେତା ଓ କର୍ମୀଙ୍କ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି । ଜିଲା କଂଗ୍ରେସ ଜମ୍ମୁ ସମେତ ୨୦ ଜଣ ନେତା ଏବଂ ପଦାଧିକାରୀ ଶୁକ୍ରବାର ପୂର୍ବତନ ବିଧାୟକ ବଲୱାନ ସିଂଙ୍କ ଉପସ୍ଥିତିରେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି ।
ଆଗକୁ ଅନ୍ୟ ଜିଲାରେ ବି ଆଜାଦଙ୍କ ସମର୍ଥକ ଦଳରୁ ଇସ୍ତଫା ଦେଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ଇସ୍ତଫା ଦେଇଥିବା ଅଧିକାଂଶ ନେତା ଓ ପଦାଧିକାରୀ ୪ ସେପ୍ଟେମ୍ବରରେ ଆଜାଦଙ୍କ ଜନସଭାରେ ଯୋଗଦେବେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri