Posted inଜାତୀୟ

କ୍ରୀଡ଼ା ଉତ୍ସବ ପରେ ୨୯ ଡାକ୍ତରୀ ଛାତ୍ରୀଛାତ୍ର ପଜିଟିଭ୍‌

ମୁମ୍ବାଇ, ୩୦।୯: ମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ ପରିଚାଳିତ ପାରେଲସ୍ଥିତ କେଇଏମ୍‌ ହସ୍ପିଟାଲର ୨୯ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ଏମ୍‌ବିବିଏସ୍‌ ପ୍ରଥମ ବର୍ଷ ଓ ୨୩ ଜଣ ଦ୍ୱିତୀୟ ବର୍ଷ ଶିକ୍ଷାର୍ଥୀ ହୋଇଥିବାବେଳେ ୨୭ ଜଣ କୋଭିଡ୍‌ ଟିକାର ଉଭୟ ଡୋଜ୍‌ ନେଇଛନ୍ତି। ୨ ଜଣଙ୍କୁ ଅନ୍ଧେରୀସ୍ଥିତ ସେଭେନ୍‌ହିଲ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟମାନେ କ୍ୱାରାଣ୍ଟାଇନରେ ଅଛନ୍ତି। କଲେଜରେ ଅନୁଷ୍ଠିତ ସାଂସ୍କୃତିକ ଓ କ୍ରୀଡ଼ା ଉତ୍ସବ ଯୋଗୁ ସେମାନେ ସଂକ୍ରମିତ ହୋଇଥାଇପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ଲାଗି ଅନୁଭବଙ୍କ ଦାବି

ନୂଆଦିଲ୍ଲୀ,୩୦ା୧୧: କେନ୍ଦ୍ରାପଡାକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ବିଜେଡି ଏମ୍‌ପି ଅନୁଭବ ମହାନ୍ତି ଶୁକ୍ରବାର ଦାବି କରିଛନ୍ତି। ଏହାଦ୍ୱାରା ଉକ୍ତ ଅଞ୍ଚଳକୁ ପର୍ଯ୍ୟଟକଙ୍କ ଆଗମନ ବଢ଼ିବା...

ବୁଲା କୁକୁରଙ୍କୁ ଖାଇବାକୁ ଦେବା ନାଗରିକଙ୍କ ଅଧିକାର, ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୫।୩ : ରାସ୍ତାରେ ବୁଲୁଥିବା ବୁଲା କୁକୁରଙ୍କୁ ଖାଇବାକୁ ଦେବା ନାଗରିକଙ୍କ ଅଧିକାର। ଦିଲ୍ଲୀ ହାଇକୋର୍ଟ ଏଭଳି ରାୟ ପ୍ରଦାନ କରିଥିଲେ। ତେବେ ଏହାର...

କୁଲଗାମରେ ଆତଙ୍କବାଦୀଙ୍କ ଗ୍ରେନେଡ ଆକ୍ରମଣ, ଜଣେ ପୋଲିସ ଶହୀଦ

ଶ୍ରୀନଗର,୧୪ ।୮: ଜମ୍ମୁ-କଶ୍ମୀରରେ ଏବେ ଆତଙ୍କବାଦୀମାନେ ବିଳମ୍ବିତ ରାତିରେ ଆକ୍ରମଣ କରୁଛନ୍ତି । ଶନିବାର ରାତିରେ ଆତଙ୍କବାଦୀମାନେ କୁଲଗାମର କୈମୋହରେ ଗ୍ରେନେଡ ଆକ୍ରମଣ କରିଛନ୍ତି ।...

ନୀତୀଶ କୁମାରଙ୍କର କୌଣସି ନିର୍ବାଚନ ଲଢ଼ିବାର ସାହସ ନାହିଁ: ପିକେ…

ପାଟନା,୫।୮ : ଜନ ସୁରାଜ ପଦଯାତ୍ରାର ସଂଯୋଜକ ପ୍ରଶାନ୍ତ କିଶୋର(ପିକେ) ବିହାରର ସାମସ୍ତିପୁରରେ ପଦଯାତ୍ରା ଜାରି ରଖିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ କଡ଼ା ସମାଲୋଚନା...

ରାହୁଲଙ୍କ ଲଦ୍ଦାଖ ଗସ୍ତକୁ ନେଇ ପ୍ରତିକ୍ରିୟା ରଖିଲେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୨୦।୮: ଲଦ୍ଦାଖ ଗସ୍ତରେ ଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଦାବି କରିଛନ୍ତି କି ଚାଇନାର ସେନା ଲଦ୍ଦାଖରେ ଅନୁପ୍ରବେଶ କରିଛନ୍ତି। ରାହୁଲ ଗାନ୍ଧୀଙ୍କ...

ତାମିଲନାଡୁର ୬ ରାଜ୍ୟ ସଭା ଆସନ: ଜୁଲାଇ ୧୮ରେ ନିର୍ବାଚନ

ନୂଆଦିଲ୍ଲୀ,୨୬ା୬(ପି.ଟି.): ତାମିଲନାଡୁର ୬ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ। ଏଥିଲାଗି ଜୁଲାଇ ୧ରେ ବିଜ୍ଞପ୍ତି ପ୍ରକାଶ ପାଇବ...

ମୋଦିଙ୍କ ମନ୍ଦିର ତିଆରି କଲେ କୃଷକ

ତିରୁଚିରାପଲ୍ଲୀ,୨୬।୧୨: ତାମିଲନାଡୁ ତିରୁଚିରାପଲ୍ଲୀର ଜଣେ କୃଷକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କର ଏକ ମନ୍ଦିର ତିଆରି କରିଛନ୍ତି। ପି. ଶଙ୍କର(୫୦ ବର୍ଷ) ନାମକ ଉକ୍ତ କୃଷକ ଜଣଙ୍କ...

‘ଆଇ ଲଭ୍‌ ୟୁ ଠୁ’ କହିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ମହାନଗର ନିଗମ (ଏମସିଡି) ନିର୍ବାଚନର ଫଳାଫଳ ବୁଧବାର ଘୋଷଣା କରାଯାଇଛି। ୨୫୦ଟି ଆସନ ମଧ୍ୟରୁ ଆମ ଆଦମୀ ପାର୍ଟି ୧୩୪ଟି ଆସନ, ଭାଜପା...

Advertisement
Archives

Model This Week