Posted inଜାତୀୟ

୨୦ ବର୍ଷ ପରେ ନ୍ୟାୟ ପାଇଲେ ୧୨୭ ମୁସଲମାନ

ସୁରଟ,୧୦।୩: ଦୀର୍ଘ ୨୦ ବର୍ଷ ଧରି ଜେଲରେ ରହିଥିବା ୧୨୭ ଜଣ ମୁସଲମାନ ନିର୍ଦ୍ଦୋଷ ବୋଲି ରାୟ ଦେଇଛନ୍ତି ଗୁଜରାଟ ସୁରଟଠାରେ ଥିବା ଏକ କୋର୍ଟ। ସେମାନଙ୍କ ମଧ୍ୟରୁ ମାମଲାର ଶୁଣାଣିବେଳେ ୫ ଜଣଙ୍କ ମୃତ୍ୟୁ ଘଟିସାରିଛି। ଆଉ ୧୨୨ ଜଣଙ୍କୁ ଜେଲରୁ ମୁକ୍ତ କରିବାକୁ ଅଦାଲତ ଶନିବାର ନିର୍ଦ୍ଦେଶ ଦେଇଥିଲେ।
ହୋଇଥିବା ୧୨୭ ଜଣ ଷ୍ଟୁଡେଣ୍ଟସ୍‌ ଇସ୍‌ଲାମିକ୍‌ ମୁଭମେଣ୍ଟ ଅଫ୍‌ ଇଣ୍ଡିଆ(ସିମି) ସଙ୍ଗଠନ ସହ ଜଡ଼ିତ ଥିବା ଅଭିଯୋଗ ରହିଥିଲା। ୨୦୦୧ ଡିସେମ୍ବରରେ ଗୁଜରାଟ ପୋଲିସ ସେମାନଙ୍କୁ ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ(ୟୁଏପିଏ) ଅନୁସାରେ ଗିରଫ କରିଥିଲା। ସନ୍ଦେହ ଆଧାରରେ ସେମାନଙ୍କୁ ଜେଲରେ ରଖାଯାଇଥିବା ଏବଂ ସେମାନଙ୍କ ବିରୋଧରେ ଯଥେଷ୍ଟ ସାକ୍ଷ୍ୟପ୍ରମାଣ ନ ମିଳିବାରୁ ବିଚାର ବିଭାଗୀୟ ମୁଖ୍ୟ ମାଜିଷ୍ଟ୍ରେଟ ଏ.ଏନ୍‌. ଡାଭେ ସମସ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ଯେ, ୨୦୦୧ ଡିସେମ୍ବର ୨୮ରେ ଗୁଜରାଟର ସୁରଟରେ ଏହି ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ ଶିକ୍ଷା ସମ୍ବନ୍ଧିତ ଏକ ଓ୍ବାର୍କଶପ୍‌ ଆୟୋଜନ ପାଇଁ ସ୍ଥିର କରିଥିଲେ। ହେଲେ ଏହା ପୂର୍ବଦିନ ଅର୍ଥାତ ୨୭ରେ କେନ୍ଦ୍ର ସରକାର ସିମି ସଙ୍ଗଠନ ଉପରେ କଟକଣା ଲଗାଇଥିଲେ। ସଙ୍ଗଠନ ନିଜ କାର୍ଯ୍ୟକଳାପ ବିସ୍ତାର ପାଇଁ ଆଇନ ଉଲ୍ଲଂଘନ କରିଥିବା ଅଭିଯୋଗରେ ଗୁଜରାଟ ପୋଲିସ ଏକ ହୋଟେଲରୁ ସମସ୍ତ ୧୨୭ ଜଣଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri