୨୪ ଘଣ୍ଟାରେ କାଳବୈଶାଖୀ: ଏସବୁ ଜିଲାକୁ ସତର୍କ ଜାରି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ ଓ ଜଗତସିଂହପୁର ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାମାରୀ ଦେଖାଇଲା ନୂଆ ବାଟ

କେନ୍ଦୁଝର,୧୬।୭(ସ୍ବ.ପ୍ର.): ପେସା ଶିକ୍ଷକତା, ହେଲେ କରୋନା ବେଳେ ସମୟର ସଦୁପଯୋଗ କରି ଚାଷକୁ ନିଶା ଭାବେ ଗ୍ରହଣ କରି ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି କେନ୍ଦୁଝର...

‘କୋଇଲା ରୟାଲ୍‌ଟି ସଂଶୋଧନ କର’

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):କୋଇଲା ଓ ଅନ୍ୟାନ୍ୟ ଖଣିଜ ପଦାର୍ଥର ରୟାଲଟି ସଂଶୋଧନ ପ୍ରସ୍ତାବ ୨୦୧୭ରୁ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି। କୋଇଲା ରୟାଲ୍‌ଟି ସଂଶୋଧନ ୨୦୧୭ ସେପ୍ଟେମ୍ବରରୁ ପଡ଼ିରହିଛି।...

ବ୍ଲାକ୍‌ ଫଙ୍ଗସ୍‌: ଔଷଧ ପାଇଁ କେନ୍ଦ୍ର ଉପରେ ନିର୍ଭର କରିବନି ଓଡ଼ିଶା

ଭୁବନେଶ୍ୱର,୧୬ା୬(ବ୍ୟୁରୋ):ରାଜ୍ୟ ସରକାର ମ୍ୟୁକୋରମାଇକୋସିସ୍‌ (ବ୍ଲାକ୍‌ ଫଙ୍ଗସ) ଚିକିତ୍ସା ପାଇଁ କେନ୍ଦ୍ର ଉପରେ ଆଉ ନିର୍ଭର କରିବେ ନାହିଁ। ରାଜ୍ୟ ସରକାର ନିଜେ ସିଧାସଳଖ ଏଥିପାଇଁ ଔଷଧ...

ନକଲି ଚେକ୍‌ରେ ବ୍ୟାଙ୍କରୁ ୨.୮୭ କୋଟି ଠକେଇ

ଭୁବନେଶ୍ୱର, ୯।୧(ବ୍ୟୁରୋ): ନକଲି ଚେକ୍‌ରେ ବ୍ୟାଙ୍କରୁ ୨.୮୭ କୋଟି ଟଙ୍କା ଉଠାଇ ନେଇଥିବା ଜଣେ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି।...

ଧାରଣାରେ ବସିଲେ ତାରା

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାଜ୍ୟରେ ଖାଇବା ତେଲ, ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍‌ ସବୁ ମହଙ୍ଗା। ସୋରିଷ ତେଲ ଦୁଇମାସ ତଳେ ୭୦ଟଙ୍କା ଥିଲା। ଏବେ ୧୮୦ଟଙ୍କା ହୋଇଗଲାଣି।...

ହାଇଦ୍ରାବାଦ ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କ ମୃତ୍ୟୁଦଣ୍ଡ ଦାବି କଲା ମହିଳା ସମିତି

ବରଗଡ଼ ଅଫିସ,୩।୧୨: ହାଇଦ୍ରାବାଦ ବଳାତ୍କାର, ହତ୍ୟା ଘଟଣାକୁ ନେଇ ମଙ୍ଗଳବାର ବରଗଡ଼ ମହିଳା ସମିତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ସ୍ମାରକପତ୍ର ପଠାଇଛି ।...

ଟୋକନ୍‌ ଅଛି, ଧାନ କିଣା ହେଉନି

ପୁରୀ ଅଫିସ,୧୨।୨: ଟୋକନ୍‌ ମିଳିସାରିଛି, ମାତ୍ର ଧାନ ବିକ୍ରି ହୋଇ ପାରୁନାହିଁ। ଏ ନେଇ ଗୁରୁବାର ଗୋପ ବ୍ଲକ୍‌ର ଛଇତନା ଓ ଇତିଭୂଆଁ ଗ୍ରାମପଞ୍ଚାୟତର ଚାଷୀମାନେ...

ରାଜଧାନୀରେ ଚାଞ୍ଚଲ୍ୟ:ଯୁବକଙ୍କୁ ଗୋଡ଼ାଇ ହାଣି ହତ୍ୟା

ଭୁବନେଶ୍ୱର, ୧୧-୯(ବ୍ୟୁରୋ):ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମଞ୍ଚେଶ୍ୱର ଥାନା ରଙ୍ଗମାଟିଆ ଅଞ୍ଚଳରେ ମଙ୍ଗଳବାର ରାତିରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଅତି ବୀଭତ୍ସଭାବେ ହତ୍ୟା କରାଯାଇଛି। ଯୁବକ ଜଣକ ରଙ୍ଗମାଟିଆ...

Advertisement
Archives

Model This Week