ସାଙ୍ଗ ହୋଇ ଆସିଥିଲେ, ସାଙ୍ଗ ହୋଇ ଚାଲିଗଲେ

ଧର୍ମଗଡ଼,୧୯ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲମୁଣ୍ଡା ବ୍ଲକ ମହାଲିଙ୍ଗ ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଯାଆଁଳା ଭାଇ ଖେଳୁଥିବାବେଳେ ଘର ପାଖ ପୋଖରୀକୁ ଖସି ପଡ଼ିଥିଲେ। ବୁଡ଼ିଯାଉଥିବା ଦେଖିଥିଲେ ପରିବାର ଲୋକେ ଦେଖି ଉଭୟଙ୍କୁ ଗୁରୁତ୍ୱପୂର୍ଣ୍ଣ ଅବସ୍ଥାରେ ଉଦ୍ଧାର କରିଥିଲେ। ପରେ ମେଡିକାଲକୁ ନେଇଯାଇଥିଲେ ହେଁ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକ ଦ୍ୱୟ ହେଲେ ମହାଲିଙ୍ଗ ଗାଁର ରୋହିତ ସାହୁଙ୍କ ୫ବର୍ଷର ଦୁଇ ପୁଅ ପୀୟୂଷ ଏବଂ ୟସ୍‌। ଫଳରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇବା ଲକ୍ଷ୍ୟ ୧୦୬ ଦେଶର ୪୪୧୪ ଖବରକାଗଜ ପ୍ରଦର୍ଶିତ

ଭୁବନେଶ୍ୱର,୧ା୧୨ (ବ୍ୟୁରୋ) ଖବରକାଗଜ ସଂଗ୍ରହ କରିବା ତାଙ୍କର ଏକ ସଉକ। ଏପରିକି ଭିନ୍ନ ଭିନ୍ନ ଦେଶର ସବୁ ଖବରକାଗଜ ସଂଗ୍ରହ ତାଙ୍କର ଏବେ ନିଶା ପାଲଟିଯାଇଛି।...

ଗଞ୍ଜାମରେ ୨୬ ଖବରଦାତାଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ: ଲକ୍ଷଣ ଥିବା ୨ ଜଣଙ୍କ କୋଭିଡ୍‌ ଟେଷ୍ଟ

ଛତ୍ରପୁର,୨୧ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଖବରଦାତାମାନେ ମଧ୍ୟ ଖବର ସଂଗ୍ରହ ପାଇଁ ପ୍ରଶାସନିକ ଅଧିକାରୀ ଓ ଜନସାଧାରଣଙ୍କୁ ଭେଟୁଛନ୍ତି...

ଲୁଟେରାଙ୍କ କବ୍‌ଜାରେ ସୁନାମୁହିଁ ପର୍ଯ୍ୟଟନସ୍ଥଳୀ

ଖଣ୍ଡପଡ଼ା,୧୨।୧୦(ସ୍ବ.ପ୍ର.): ଖଣ୍ଡପଡ଼ା ସହର ଉପକଣ୍ଠରେ ଅବସ୍ଥିତ ସୁନାମୁହିଁ ପରିବେଶ ପର୍ଯ୍ୟଟନସ୍ଥଳୀ ଏବେ ଲୁଟେରାଙ୍କ କବ୍‌ଜାରେ ଥିବା ଦେଖିବାକୁ ମିଳିଛି। ୨ ବର୍ଷ ତଳେ ଉକ୍ତ ସ୍ଥାନରେ...

ଇଙ୍କ୍‌ଫେଷ୍ଟ ପଞ୍ଚମ ସନ୍ଧ୍ୟାର ଚତୁର୍ଥ କଥାଚକ୍ର: ବୟନ ଶିଳ୍ପ ଦେଇଛି ପରିଚୟ, ରୋଜଗାର

ସୋନପୁର,୨୧।୧(ନି.ପ୍ର.) – ବୟନ ଶିଳ୍ପ ହିଁ ସୁବର୍ଣ୍ଣପୁର ଜିଲାକୁ ଦେଶ ବିଦେଶରେ ପରିଚିତ କରିଛି। ଏଠାକାର କୁଶଳୀ ବୁଣାକାର ହସ୍ତତନ୍ତ ଓ ବୟନ କଳାକୁ ବିଶ୍ୱସ୍ତରରେ...

ଆକ୍ରାନ୍ତ ପୋଲିସ ଅଧିକାରୀଙ୍କ ସ୍ତ୍ରୀ କରୋନା ପିଜିଟିଭ

କଟକ ଅଫିସ,୩୦।୬: କଟକ ସିଡିଏ ସେକ୍ଟର ୯ରୁ ପୂର୍ବରୁ ଜଣେ ପୋଲିସ ଅଧିକାରୀ କରୋନାରେ ସଂକ୍ରମିତ ହୋଇଥିଲେ। ଫଳରେ ପରିବାର ବର୍ଗଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ...

ଏସ୍‌ପି ଅଫିସ ଘେରାଉ କଲା ଯୁବ କଂଗ୍ରେସ

କେନ୍ଦୁଝର,୧୭ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ କଂଗ୍ରେସ କମିଟି ପକ୍ଷରୁ ସଭାପତି ସୁନେଶ ଧୀରଙ୍କ ନେତୃତ୍ୱରେ ଶୁକ୍ରବାର କଂଗ୍ରେସ ଭବନଠାରୁ ଏକ ଶୋଭାଯାତ୍ରା କରାଯାଇଛି। କଂଗ୍ରେସ କର୍ମୀମାନେ...

ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ପୁନର୍ଜୀବିତ କରିବାକୁ ପ୍ରୟାସ; ଉତ୍ତରପ୍ରଦେଶ ଗଲେ ୧୫ ଗ୍ରାମର ବାସିନ୍ଦା

ବନ୍ତଳା, ୨୩ା୯ (ଡି.ଏନ.ଏ.) ମହାବଳ ବାଘ ମହାବୀରର ମୃତ୍ୟୁପରଠାରୁ ଅନୁଗୋଳ ଜିଲା ସାତକୋଶିଆରେ ବ୍ୟାଘ୍ର ପ୍ରକଳ୍ପର ଭବିଷ୍ୟତ ସନ୍ଦିହାନ ହୋଇପଡ଼ିଛି। ବାଘୁଣୀ ସୁନ୍ଦରୀ ୧୦ମାସ ହେଲାଣି ବନ୍ଦୀ...

କରୋନାରେ ଆକ୍ରାନ୍ତ ହେଲେ ବିଧାୟକ

ବାଲେଶ୍ୱର ଅଫିସ, ୬।୭: ପ୍ରଥମ ଥର ପାଇଁ ରାଜ୍ୟରେ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ବାଲେଶ୍ୱର ଜିଲାର ଏହି ବିଧାୟକଙ୍କ ରିପୋର୍ଟ ପଜିଟିଭ ଆସିଥିବା...

Advertisement
Archives

Model This Week