ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି ଜୋରସୋରରେ ଜାରି ରହିଛି । ଏହାରି ଭିତରେ ଅମାନିଆଙ୍କୁ ଚେତାବନୀ ଦେଇଛନ୍ତି ଟ୍ବିନ୍‌ ସିଟି ପୋଲିସ କମିଶନର ସୁରେଶ ଦେବ ଦତ୍ତ ସିଂ ।

କମିଶନର କହିଛନ୍ତି ଯେ, ଜିରୋ ନାଇଟ୍‌ରେ ମଦ ପିଇ ଗାଡ଼ି ଡ୍ରାଇଭ କଲେ କାର୍ଯ୍ୟାନୁଷ୍ଠାନ ହେବ । ଯଦି କେହି ଅମାନିଆ ହୁଅନ୍ତି ଗାଡ଼ି ସିଜ୍‌ ସହ କୋର୍ଟ ଚାଲାଣ କରାଯିବ । ଟ୍ବିନସିଟିରେ ୧୮ଟି ସ୍ଥାନରେ ଲାଗିବ ନାକା, ୨୯ଟି ସ୍ଥାନ ଉପରେ ନଜର ରହିବ । ୫ଟି QRT ଟିମ୍‌ ମଧ୍ୟ ସଜାଗ ରହିବ । ୧୮ ପ୍ଲାଟୁନ ଫୋର୍ସ ସୁରକ୍ଷା ଦୟିତ୍ବରେ ରହିବେ । ଜିରୋ ନାଇଟ୍‌ରେ ରାତି ୧୨ଟା ପରେ ମ୍ୟୁଜିକ୍‌ ମନା ବୋଲି କହି ଚେତାବନୀ ଦେଇଛନ୍ତି ଟ୍ବିନସିଟି ପୋଲିସ କମିଶନର ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri