Posted inଖେଳ

କ୍ରମାଗତ ନବମ ବିଜୟ ସହ ରେକର୍ଡ ସୃଷ୍ଟି କଲା ଭାରତ

ବେଙ୍ଗାଲୁରୁ,୧୨।୧୧: ବେଙ୍ଗାଲୁରୁ ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡ଼ିୟମରେ ରବିବାର ଖେଳାଯାଇଥିବା ୨୦୨୩ ବିଶ୍ୱକପ୍‌ର ଅନ୍ତିମ ଲିଗ୍‌ ତଥା ୪୫ତମ ମ୍ୟାଚ୍‌ରେ ଭାରତ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଦମ୍‌ଦାର ପ୍ରଦର୍ଶନ କରି ୧୬୦ ରନ୍‌ ବ୍ୟବଧାନରେ ବିଜୟ ହାସଲ କରିଛି।

ଫଳରେ ଟିମ୍‌ ଇଣ୍ଡିଆ ଲିଗ୍‌ ପର୍ଯ୍ୟାୟରେ ୯ଟି ମ୍ୟାଚ ଖେଳି ୯ଟିରେ ଅପରାଜୟ ରହିବା ସହ ୧୮ ପଏଣ୍ଟ ପାଇ ଟେବୁଲରେ ଶୀର୍ଷସ୍ଥାନ ବଜାୟ ରଖିଛି। ଭାରତ ବିଶ୍ବକପ୍‌ରେ କ୍ରମାଗତ ନବମ ବିଜୟ ହାସଲ କରି ରେକର୍ଡ ସୃଷ୍ଟି କରିଛି। ଅନ୍ୟପକ୍ଷେ ଭାରତ ନଭେମ୍ବର ୧୫ରେ ନ୍ୟୁଜିଲାଣ୍ଡ ସହ ସେମିଫାଇନାଲ ଖେଳିବ।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଶ୍ରେୟାସ ଆୟାର ଏବଂ କେ.ଏଲ୍‌ ରାହୁଲଙ୍କ ଦମ୍‌ଦାର ଶତକୀୟ ଇନିଂସ ଏବଂ ଅଧିନାୟକ ରୋହିତ ଶର୍ମା, ଶୁବମନ୍‌ ଗିଲ ଓ ବିରାଟ କୋହଲିଙ୍କ ଅର୍ଦ୍ଧଶତକ ବଲ୍‌ରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୪ ଉଇକେଟ୍‌ ହରାଇ ୪୧୦ ରନ୍‌ କରିଥିଲା। ଜବାବରେ ନେଦରଲାଣ୍ଡ୍ସ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୪୭. ୫ ଓଭରରେ ୨୫୦ ରନ୍‌ କରି ଅଲ୍‌ ଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ କୋଚଙ୍କୁ ହତ୍ୟା: ଖେଳାଳିଙ୍କ ସହ ଯୋଇଥିଲା ଯୁକ୍ତିତର୍କ, ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୪।୮: ଶ୍ରୀଲଙ୍କାରେ ଜଣେ କ୍ରିକେଟ କୋଚଙ୍କୁ ହତ୍ୟା କରାଯାଇଛି। କଲମ୍ବୋ କ୍ରିକେଟ କ୍ଲବର ପ୍ରଶିକ୍ଷକ ସୁମିଥ ଫର୍ଣ୍ଣାଣ୍ଡୋ ତାଙ୍କ ନିଜ ଖେଳାଳିଙ୍କ ସହ ଝଗଡ଼ା କରିଥିଲେ ଏବଂ…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

ଜେମ୍ସ ୱେବ୍‌ ଟେଲିସ୍କୋପ୍‌ରେ ଧରାପଡ଼ିଲା ‘ବ୍ଲାକ୍‌ ହୋଲ୍‌ ଷ୍ଟାର୍‌’

ଓ୍ବାଶିଂଟନ,୧୪।୮: ମହାକାଶ ବିଜ୍ଞାନ କ୍ଷେତ୍ରରେ ବିରଳ ସଫଳତା ହାସଲ କରିଛନ୍ତି ଜ୍ୟୋତିର୍ବିଜ୍ଞାନୀ। ନାସାର ପ୍ରସିଦ୍ଧ ଜେମ୍ସ ୱେବ୍‌ ସ୍ପେସ୍‌ ଟେଲିସ୍କୋପର ଚିତ୍ରକୁ ଅନୁଧ୍ୟାନ କରି ଗବେଷକମାନେ ସମ୍ପୂର୍ଣ୍ଣ…

ଇଥାନଲରୁ ଖରାପ ହେବା ସୁନିଶ୍ଚିତ: ଗାଡ଼ି ନିର୍ମାତା

ନୂଆଦିଲ୍ଲୀ,୧୪।୮(ରଏଟର୍ସ):ବିଗତ ଏକ ବର୍ଷ ମଧ୍ୟରେ କମ୍ପାନୀଗୁଡ଼ିକ ଦେଶର ୨୧ ରାଜ୍ୟର ପେଟ୍ରୋଲ ପମ୍ପରୁ ୨୫୦ରୁ ଅଧିକ ଇ୨୦ ପେଟ୍ରୋଲ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ। ଏଥିରୁ…

କାହାର ଟେନ୍‌ସନ ବଢ଼ାଇବେ ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ଦେଶରେ ଚହଳ

ନୂଆଦିଲ୍ଲୀ,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବୈଜ୍ଞାନିକ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆରେ ଏକ ଭିଡିଓ ଲେୟାର କରିଛନ୍ତି। ଏହି ଭିଡିଓରେ ସେ ଦେଶର…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri