Posted inଜାତୀୟ

ଅନୁମାନଠାରୁ ଅଧିକ ଅଞ୍ଚଳକୁ ବ୍ୟାପିଗଲା ଧୂଳି ଧୂଆଁ

ନୋଏଡା,୨୮ ।୮: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଉତ୍ତର ପ୍ରଦେଶ ନୋଏଡାର ସେକ୍ଟର-୯୩ଏରେ ଥିବା ଏମରାଲ୍ଡ କୋର୍ଟର ଟ୍ୱିନ ଟାୱାରକୁ ରବିବାର ଦିନ ପ୍ରାୟ ୨ଟା ୩୦ରେ ମାଟିରେ ମିଶାଇ ଦିଆଯାଇଛି । ଏଥିପାଇଁ ବନ୍ଦ ଥିବା ନୋଏଡା-ଗ୍ରେଟର ନୋଏଡା ହାଇୱେକୁ ସାଧାରଣ ଜନତାଙ୍କ ଗମନା ଗମନ ପାଇଁ ଖୋଲି ଦିଆଯାଇଛି । ଏହି ୩୨ ମହଲା ବିଶିଷ୍ଟ କୋଠାଟି ଭାଙ୍ଗିବାରେ କୌଣସି କ୍ଷତି ହୋଇ ନ ଥିବା ଜଣାପଡିଛି । କିନ୍ତୁ ଏହା ଭାଙ୍ଗିବା ପରେ ଉକ୍ତ ଅଞ୍ଚଳରେ କିଛି ମିଟର ପର୍ଯ୍ୟନ୍ତ ଧୂଳି ଧୂଆରେ ଭର୍ତ୍ତି ହୋଇଯାଇଥିବା ଦେଖାଯାଇଥିଲା । କିନ୍ତୁ ଏହାକୁ ଆୟତ୍ତ କରିବାକୁ ବି ବ୍ୟବସ୍ଥା କରାଯାଇଛି । ହେଲେ ପୂର୍ବରୁ ଯାହା ଅନୁମାନ କରାଯାଇଥିଲା ତା’ଠାରୁ ଅଧିକ ଦୂରକୁ ଏହି ଧୂଳି ଧୂଆଁ ବ୍ୟାପି ଯାଇଥିବା କୁହାଯାଉଛି । ସେଥିପାଇଁ ତୁରନ୍ତ ସ୍ମୋକ ଗ୍ୟାସ ଜରିଆରେ ଓ ପାଣି ସିଞ୍ଚନ କରି ଏହାକୁ ନିୟନ୍ତ୍ରଣକୁ ଆଣିବାକୁ ଚେଷ୍ଟା କରାଯାଇଛି । ସାଧାରଣ ଜନତା ଯେଭଳି ଏହାଦ୍ୱାର ପ୍ରଭାବିତ ନ ହେବେ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବଦେଶୀ ଟିଟାନସ୍‌, ଡିପ୍‌ଥେରିଆ ଟିକାର ହେଲା ଶୁଭାରମ୍ଭ, ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୨୧ା୨: ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଟିଟାନସ୍‌ ଏବଂ ବୟସ୍କଙ୍କ ପାଇଁ ଡିପ୍‌ଥେରିଆ ଟିକାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଶନିବାର ହିମାଚଳପ୍ରଦେଶର କସୌଲିସ୍ଥିତ ସେଣ୍ଟ୍ରାଲ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ରେ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri