Posted inଜାତୀୟ

ଅନୁମାନଠାରୁ ଅଧିକ ଅଞ୍ଚଳକୁ ବ୍ୟାପିଗଲା ଧୂଳି ଧୂଆଁ

ନୋଏଡା,୨୮ ।୮: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଉତ୍ତର ପ୍ରଦେଶ ନୋଏଡାର ସେକ୍ଟର-୯୩ଏରେ ଥିବା ଏମରାଲ୍ଡ କୋର୍ଟର ଟ୍ୱିନ ଟାୱାରକୁ ରବିବାର ଦିନ ପ୍ରାୟ ୨ଟା ୩୦ରେ ମାଟିରେ ମିଶାଇ ଦିଆଯାଇଛି । ଏଥିପାଇଁ ବନ୍ଦ ଥିବା ନୋଏଡା-ଗ୍ରେଟର ନୋଏଡା ହାଇୱେକୁ ସାଧାରଣ ଜନତାଙ୍କ ଗମନା ଗମନ ପାଇଁ ଖୋଲି ଦିଆଯାଇଛି । ଏହି ୩୨ ମହଲା ବିଶିଷ୍ଟ କୋଠାଟି ଭାଙ୍ଗିବାରେ କୌଣସି କ୍ଷତି ହୋଇ ନ ଥିବା ଜଣାପଡିଛି । କିନ୍ତୁ ଏହା ଭାଙ୍ଗିବା ପରେ ଉକ୍ତ ଅଞ୍ଚଳରେ କିଛି ମିଟର ପର୍ଯ୍ୟନ୍ତ ଧୂଳି ଧୂଆରେ ଭର୍ତ୍ତି ହୋଇଯାଇଥିବା ଦେଖାଯାଇଥିଲା । କିନ୍ତୁ ଏହାକୁ ଆୟତ୍ତ କରିବାକୁ ବି ବ୍ୟବସ୍ଥା କରାଯାଇଛି । ହେଲେ ପୂର୍ବରୁ ଯାହା ଅନୁମାନ କରାଯାଇଥିଲା ତା’ଠାରୁ ଅଧିକ ଦୂରକୁ ଏହି ଧୂଳି ଧୂଆଁ ବ୍ୟାପି ଯାଇଥିବା କୁହାଯାଉଛି । ସେଥିପାଇଁ ତୁରନ୍ତ ସ୍ମୋକ ଗ୍ୟାସ ଜରିଆରେ ଓ ପାଣି ସିଞ୍ଚନ କରି ଏହାକୁ ନିୟନ୍ତ୍ରଣକୁ ଆଣିବାକୁ ଚେଷ୍ଟା କରାଯାଇଛି । ସାଧାରଣ ଜନତା ଯେଭଳି ଏହାଦ୍ୱାର ପ୍ରଭାବିତ ନ ହେବେ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri