ବିବାହ ବାର୍ଷିକୀରେ ଅକ୍ଷୟଙ୍କ ଚାଟ୍‌ ଶେୟାର କଲେ ଟ୍ବିଙ୍କିଲ୍‌

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଅକ୍ଷୟ କୁମାର ଏବଂ ଟ୍ବିଙ୍କିଲ୍‌ ଖାନ୍ନା ସେମାନଙ୍କର ୨୧ ତମ ବିବାହ ବାର୍ଷିକୀ ପାଳନ କରୁଛନ୍ତି। ଏହି ବିଶେଷ ଅବସରରେ ଟ୍ବିଙ୍କିଲ ନିଜ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ଅକ୍ଷୟଙ୍କୁ ଏକ ମଜାଳିଆ ବିବାହ ବାର୍ଷିକୀ ଶୁଭେଚ୍ଛା ଜଣାଇଛନ୍ତି।

ଫଟୋରେ ଅକ୍ଷୟ କୁମାର ଏବଂ ଟ୍ବିଙ୍କିଲ ଏକ ରେଷ୍ଟୁରାଣ୍ଟରେ ବସିଥିବାର ନଜର ଆସିଛନ୍ତି। ଫଟୋ ଶେୟାର କରି ଟ୍ବିଙ୍କିଲ୍‌ କ୍ୟାପଶନ ଲେଖିଛନ୍ତି, ଆଜି ଆମର ୨୧ ତମ ବିବାହ ବାର୍ଷିକୀ। ଆମର ଏକ ଚାଟ୍‌ ଅଛି। ଦେଖନ୍ତୁ।

ମୁଁ: ତୁମେ ଜାଣିଛ, ଆମେ ଏତେ ଅଲଗା ଯେ ଆଜି ଆମେ ଏକ ପାର୍ଟିରେ ଭେଟିଥିଲେ ମଧ୍ୟ ମୁଁ ତୁମ ସହିତ କଥାବାର୍ତ୍ତା କରିବି କି ନାହିଁ ଜାଣି ନାହିଁ।

ସେ: ମୁଁ ନିଶ୍ଚିତ ଭାବରେ ଆପଣଙ୍କ ସହ କଥା ହେବି।
ମୁଁ: କାହିଁକି ଆଶ୍ଚର୍ଯ୍ୟ ହେବି ନାହିଁ, ତେବେ ତୁମେ କ’ଣ ପସନ୍ଦ କର ଏବଂ ତୁମେ ମୋ ବିଷୟରେ କ’ଣ ପଚାରିବ?

ସେ: କହିଲେ ମୁଁ କହିବି, ଭାବିଜୀ କେମିତି ଅଛ? ପିଲାମାନେ କେମିତି ଅଛନ୍ତି? ଠିକ ଅଛି, ନମସ୍କାର।

ଟ୍ବିଙ୍କିଲଙ୍କ ଏହି ପୋଷ୍ଟକୁ ପ୍ରଶଂସକ ଏବଂ ବଲିଉଡ୍‌ କଳାକାରମାନେ ମଧ୍ୟ ବହୁ ପସନ୍ଦ କରୁଛନ୍ତି। ଉଭୟଙ୍କୁ ୨୧ତମ ବିବାହ ବାର୍ଷିକୀର ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri