Posted inଜାତୀୟ

୨୫ ମହଲା ଉପରୁ ଖସି ପଡ଼ିଲେ ଯାଅଁଳା ଭାଇ

ଗାଜିଆବାଦ୍‌,୧୭।୧୦: ୧୪ ବର୍ଷୀୟା ଦୁଇ ଯାଅଁଳା ଭାଇ ଆପର୍ଟମେଣ୍ଟର ୨୫ତମ ମହାଲାରୁ ପଡ଼ି ପ୍ରାଣ ହରାଇଛନ୍ତି। ଶନିବାର ରାତିରେ ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ଘଟିଛି ଏଭଳି ଦୁଃଖଦ ଘଟଣା। ତେବେ ଦୁଇ ଭାଇ କେଉଁ ଭଳି ୨୫ ମାହାଲାରୁ ଖସି ପଡ଼ିଲେ, ତାହା ଜଣାପଡ଼ି ନାହିଁ।

ପୋଲିସ ଅନୁଯାୟୀ, ଯାଅଁଳା ନାବାଳକଙ୍କ ବାପା ଅଫିସ କାର୍ଯ୍ୟରେ ମୁମ୍ବାଇ ଯାଇଛନ୍ତି। ଘଟଣା ସମୟରେ ଦୁହିଁଙ୍କ ମା’ ଓ ଭଉଣୀ ଘରେ ଥିଲେ।

ରାତି ପ୍ରାୟ ୧ଟାରେ ସତ୍ୟନାରାୟଣ ଓ ସୂର୍ଯ୍ୟନାରାୟଣ ଆପାର୍ଟମେଣ୍ଟର ୨୫ ତମ ମହାଲାରୁ ଖସି ପଡ଼ିଥିଲେ। ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ହୋଇଥିଲା ବୋଲି ବିଜୟ ନଗର ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଶିବିରକୁ ଯାଇପାରନ୍ତି ଝାଡ଼ଖଣ୍ଡ କଂଗ୍ରେସ ବିଧାୟକ

ରାଞ୍ଚତ୍,୧୭ା୭:(ଆଇଏଏସ୍‌ଏସ୍‌):ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ରାଜନୈତିକ ସଙ୍କଟ ପରେ ଏବେ ଝାଡ଼ଖଣ୍ଡର କଂଗ୍ରେସ ବିଧାୟକମାନେ ଭାଜପା ଶିବିରକୁ ଡେଇଁପାରନ୍ତି ବୋଲି ଆଶଙ୍କା ସୃଷ୍ଟି ହୋଇଛି। ଭାଜପା ଏବେ...

ହାତ ନ ଭାଙ୍ଗି ପାରୁଛ ଯଦି ଗୋଡ଼ ଭାଙ୍ଗିଦିଅ, ଜାମିନ କରାଇଦେବି, ବିଧାୟକଙ୍କ ଧମକ…

ମୁମ୍ବାଇ, ୧୬।୮ : ଉଦ୍ଧବ ଠାକରେଙ୍କ ଶିବସେନାରୁ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଗୋଷ୍ଠୀରେ ଯୋଗ ଦେଇଥିବା ବିଧାୟକ ପ୍ରକାଶ ସୁର୍ଭେ ତାଙ୍କ ସମର୍ଥକଙ୍କୁ ଶିବ ସୈନିକଙ୍କ...

ବିହାରରେ ବାଘ ଆତଙ୍କ: ଭୟଭୀତ ଅବସ୍ଥାରେ ଲୋକେ

ପାଟନା,୧୩।୧: ବିହାରରେ ପୁଣି ଥରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ସୀତାମାରିରେ ଗତ ୫ ଦିନ ଧରି ଏକ ବାଘ ଆତଙ୍କ ସୃଷ୍ଟି କରିଛି। ପରିସ୍ଥିତି...

ଆଜି ଦେଶରେ ଦେଢ଼ଲକ୍ଷରୁ ଅଧିକ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୯ା୧: ଦେଶରେ କରୋନା ପ୍ରତି ବିପଦ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୫୯,୬୩୨ନୂତନ କରୋନା ମାମଲା ରିପୋର୍ଟ ହୋଇଛି।...

ଢିଲା ସୁରକ୍ଷା ବ୍ୟବସ୍ଥା ଉପରେ ଆଜି ଶୁଣାଣି

ନୂଆଦିଲ୍ଲୀ,୭ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ...

ଆଗେଇଛନ୍ତି ଥରୁର

ଥିରୁଭାନନ୍ତପୁରମ,୨୩।୫: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର କେରଳର ଥିରୁଭାନନ୍ତପୁରମ ଆସନରୁ ପାଖାପାଖି ୧୩ ହଜାର ଭୋଟରେ ଆଗୁଆ ଥିବା ଜଣାପଡିଛି। ସାରା ଦେଶରେ ଦେଖିବାକୁ...

ସିବିଆଇ ହାତରେ ଆଖଡା ପରିଷଦ ଅଧ୍ୟକ୍ଷ ନରେନ୍ଦ୍ର ଗିରି ମୃତ୍ୟୁ ମାମଲା: ଗଠନ ହେଲା ଯାଞ୍ଚ ଟିମ୍‌

ଲକ୍ଷ୍ନୌ,୨୪ ।୯: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆଖଡା ପରିଷଦ ଅଧ୍ୟକ୍ଷ ନରେନ୍ଦ୍ର ଗିରିଙ୍କ ମୃତ୍ୟୁ ମାମଲା ଯାଞ୍ଚ ସିବିଆଇ ନେଇଛି । କେନ୍ଦ୍ର ସରକାର ଏହି...

କରୋନାକୁ ଡରି ସ୍ତ୍ରୀଙ୍କଠାରୁ ସାମାଜିକ ଦୂରତା ରକ୍ଷା କରୁଥିଲେ ସ୍ବାମୀ, ଶେଷରେ କୋର୍ଟରେ ଦେବାକୁ ପଡ଼ିଲା ପୁରୁଷତ୍ୱର ପ୍ରମାଣ

ଭୋପାଳ,୫ା୧୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳଠାରେ ଏପରି ଏକ ମାମଲା ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି। ବାସ୍ତବରେ କରୋନା ସମୟରେ ବିବାହ ବନ୍ଧନରେ ବାନ୍ଧି...

Advertisement
Archives

Model This Week