ଏଲନ ମସ୍କଙ୍କ ଚେତାବନୀ, ବିନା ୱାର୍ନିଂରେ ବନ୍ଦ ହେବ ଟୁଇଟରର ପାରୋଡି ଆକାଉଣ୍ଟ

ୱାଶିଂଟନ,୭ ।୧୧: ଟୁଇଟରର ମାଲିକ ହେବା ପରେ ଏଲନ ମସ୍କ ସବୁବେଳେ ରହୁଛନ୍ତି ଚର୍ଚ୍ଚାରେ । ଏବେ କିଛି ଟୁଇଟର ଆକାଉଣ୍ଟ ସସପେଣ୍ଡ ହେବାକୁ ନେଇ ମସ୍କ ଟୁଇଟ କରି ବଡ ଘୋଷଣା କରିଛନ୍ତି । ମସ୍କ କହିଛନ୍ତି ସେମିତି ସମସ୍ତ ଆକାଉଣ୍ଟକୁ ସସପେଣ୍ଡ କରି ଦିଆଯିବ ଯେଉଁମାନେ ସେମାନଙ୍କ ପରିଚୟ ବଦଳାଇଛନ୍ତି । ଏହାକୁ ନେଇ କୌଣସି ୱାର୍ନିଂ ଦିଆଯିବ ନାହିଁ । ସିଧା ଆକାଉଣ୍ଟକୁ ସସପେଣ୍ଡ କରି ଦିଆଯିବ ।
ମସ୍କ କହିଛନ୍ତି ଯଦି କିଛି ପାରୋଡି ଆକାଉଣ୍ଟ ଥିବ ତେବେ ଏହା ଉପରେ ସ୍ପଷ୍ଟ ଭାବରେ ଲେଖାଯିବା ଉଚିତ କି ଏହା ପାରୋଡି ଆକାଉଣ୍ଟ । ଯଦି ଏହା ଲେଖା ଯାଇ ନ ଥିବ ସେଭଳି ଆକାଉଣ୍ଟକୁ ବି ସସପେଣ୍ଡ କରି ଦିଆଯିବ । ଯଦି କେହି ଆଉ କାହାର ନାମ ଓ ଫଟୋ ବ୍ୟବହାର କରୁଥିବେ ତେବେ ଏଭଳି ଆକାଉଣ୍ଟକୁ ବନ୍ଦ କରି ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଆମେରିକାକୁ କଡ଼ା ଚେତାବନୀ ଦେଲା ଇରାନ, ତେଲ ଅଭିଭର…

ତେହରାନ୍‌,୧।୭: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ସର୍ବୋଚ୍ଚ ନେତାଙ୍କ ସମ୍ପର୍କରେ ଇସ୍ରାଏଲର ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛନ୍ତି । ଆମେରିକାକୁ “ତେଲ ଅଭିଭରେ ପାଳିତ ପଶୁ”…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri