ବିଭ୍ରାନ୍ତିକର ପୋଷ୍ଟ ହଟାଇବେ ଟୁଇଟର, ଫେସବୁକ

ନୂଆଦିଲ୍ଲୀ,୨୬।୪: ଟୁଇଟର ଏବଂ ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡିକ ବିଭ୍ରାନ୍ତକର ପୋଷ୍ଟଗୁଡିକୁ ହଟାଇବେ। କେନ୍ଦ୍ର ସରକାର ରବିବାର କମ୍ପାନୀଗୁଡିକୁ ଏଭଳି ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ଭୂଲ ସୁଚନା ପ୍ରସାର ଏବଂ ମହାମାରୀ ସମୟରେ ଲୋକଙ୍କୁ ଡରାଇବା ଭଳି ପୋଷ୍ଟ ସବୁକୁ ବାଦ ଦେବା ଲାଗି ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏ ନେଇ ଆକାଉଣ୍ଟ ହୋଲ୍ଡରଙ୍କୁ ଅବଗତ କରାଇଥିବା ଟୁଇଟର ପକ୍ଷରୁ ସୂଚନା ଦିଆଯାଇଛି। କେତେ ସଂଖ୍ୟକ ଆକାଉଣ୍ଟକୁ ଏ ନେଇ କୁହାଯାଇଛି ବୋଲି କମ୍ପାନୀ କିଛି ସ୍ପଷ୍ଟ ଭାବେ କହିନାହିଁ। ଏ ସମ୍ପର୍କରେ ଇନଷ୍ଟାଗ୍ରାମ ଏବଂ ଫେସବୁକର ପ୍ରତିକ୍ରିୟା ଲୋଡାଯାଇଥିଲେ ମଧ୍ୟ ଏହା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜୀ ସାର୍ଥକର ଦମ୍‌ଦାର ରବିବାର

ଭୁବନେଶ୍ୱର,୨୬।୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭତ୍ତିକ ଓଡ଼ିଆ ଚ୍ୟାନେଲ ଜୀ ସାର୍ଥକରେ ରବିବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଦମ୍‌ଦାର ରବିବାର’ ଶୀର୍ଷକ ବିଶେଷ ଏପିସୋଡ୍‌ ପ୍ରସାରିତ...

୩.୨୬ ଲକ୍ଷ କୋଟିର କେନ୍ଦ୍ରୀୟ ଜିଏସ୍‌ଟି ଆଦାୟ

ନୂଆଦିଲ୍ଲୀ,୨୬।୧୧: ୨୦୧୯-୨୦ ଆର୍ଥତ୍କ ବର୍ଷ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ୩.୨୬ ଲକ୍ଷ କୋଟି ଟଙ୍କାର ସେଣ୍ଟ୍ରାଲ ଜିଏସ୍‌ଟି ବା କେନ୍ଦ୍ରୀୟ ଜିଏସ୍‌ଟି କରିବାକୁ ସରକାର ସକ୍ଷମ...

ବଢ଼ିଲା ଅନିଲ ଅମ୍ବାନୀଙ୍କ ଅଡୁଆ: ୧୫ ହଜାର କୋଟି ଦାବି କଲେ ଚାଇନାର ବ୍ୟାଙ୍କ ସମୂହ

ନୂଆଦିଲ୍ଲୀ,୧୯-୬ – ଋଣରେ ବୁଡି ରହିଥିବା ଅନିଲ ଅମ୍ବାନୀଙ୍କ ଅଡୁଆ କମିବାର ନାଁ ଧରୁନି। ମିଡିଆ ରିପୋର୍ଟ ଅନୁଯାୟୀ, ଚାଇନା ଡେଭଲପ୍‌ମେଣ୍ଟ ବ୍ୟାଙ୍କ, ଇଣ୍ଡଷ୍ଟ୍ରିଆଲ ବ୍ୟାଙ୍କ...

ଇକୋନୋମିକ୍‌ ସର୍ଭେରେ ଅଭିବୃଦ୍ଧି ଆଶା

ନୂଆଦିଲ୍ଲୀ, ୧।୨: କୋଭିଡ୍‌-୧୯ ମହାମାରୀର କଷାଘାତରୁ ବୈଶ୍ୱିକ ଅର୍ଥନୀତି ଏଯାଏଁ ମୁକୁଳିପାରି ନ ଥିବାବେଳେ ଭୂ-ରାଜନୈତିକ ସଂଘର୍ଷ ସ୍ଥିତିକୁ ଆହୁରି ସଙ୍ଗିନ କରିଛି। ଏଭଳି ପ୍ରତିକୂଳ...

କରୋନା ମାଡ଼: ଦୋହଲିଯିବ ପର୍ଯ୍ୟଟନ ଶିଳ୍ପ

ନୂଆଦିଲ୍ଲୀ,୧୨ା୫: କରୋନା ସଂକ୍ରମଣ (କୋଭିଡ୍‌-୧୯) ଯୋଗୁ ୨୦୨୦ରେ ଅନ୍ତର୍ଜାତୀୟ ପର୍ଯ୍ୟଟନ ୬୦ରୁ ୮୦ ପ୍ରତିଶତ ହ୍ରାସ ପାଇପାରେ। ଏହାଦ୍ୱାରା ୯୧୦ ବିଲିୟନରୁ ୧.୨ ଟ୍ରିଲିୟନ ଡଲାର...

ଜୁନ୍‌ରେ ଔଦ୍ୟୋଗିକ ଉତ୍ପାଦନ ବୃଦ୍ଧି ହାର ୨%କୁ ହ୍ରାସ

ନୂଆଦିଲ୍ଲୀ,୧୦-୮: ଦେଶର ଅର୍ଥନୀତି ଦିନକୁ ଦିନ ଦୂରାବସ୍ଥା ଆଡକୁ ଗତି କରୁଛି। ମାନ୍ଦାବସ୍ଥା କାରଣରୁ ଅର୍ଥନୀତି ଏବେ ଆଣ୍ଠେଇଲାଣି। ଆର୍ଥିକ ବିକାଶ ଦର୍ଶାଉଥିବା ସମସ୍ତ ତଥ୍ୟ...

ଏଡିବି ଘୋଷଣା କଲା ୬.୫ ବିଲିୟନ ଡଲାର ପ୍ୟାକେଜ

ନୂଆଦିଲ୍ଲୀ,୧୯-୩: ଅର୍ଥ ବ୍ୟବସ୍ଥା ତଥା ବାଣିଜ୍ୟ ଏବଂ କାରବାର ଉପରେ କରୋନା ପ୍ରଭାବକୁ କମ୍‌ କରିବା ଲାଗି ଏସିଆନ୍‌ ଡେଭଲପମେଣ୍ଟ ବ୍ୟାଙ୍କ ପକ୍ଷରୁ ୬.୫ ବିଲିୟନ...

ସୁନା ୩୬ ହଜାର ଛୁଇଁବ

ନୂଆଦିଲ୍ଲୀ,୧୨।୭: ଆମେରିକା ଅର୍ଥନୀତିକୁ ଗତିଶୀଳ କରିବା ଲକ୍ଷ୍ୟରେ ସୁଧ ହାର କମାଯାଇପାରେ ବୋଲି ଫେଡେରାଲ ରିଜର୍ଭ ଅଧ୍ୟକ୍ଷ ଜେରମ ପାଓ୍ବେଲ ମନ୍ତବ୍ୟ ଦେବା ପରେ ସୁନା...

Advertisement
Archives

Model This Week