ଭାରତରେ ଆରମ୍ଭ ହେଲା ଟୁଇଟର ବ୍ଲୁ. ମାସକୁ ଦେବାକୁ ପଡ଼ିବ ୯୦୦ ଟଙ୍କା…

ନୂଆଦିଲ୍ଲୀ,୯।୨ : ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ଟୁଇଟର ଶେଷରେ ଭାରତରେ ଏହାର ପ୍ରିମିୟମ ସବସ୍କ୍ରିପଶନ ସେବା ଟୁଇଟର ବ୍ଲୁ ଲଞ୍ଚ କରିଛି। ବ୍ଲୁ ଟିକ ପାଇବାକୁ ଏବଂ ପ୍ରିମିୟମ ସବସ୍କ୍ରିପଶନ ସେବାର ବୈଶିଷ୍ଟ୍ୟ ବ୍ୟବହାର କରିବାକୁ ଭାରତରେ ମୋବାଇଲ ବ୍ୟବହାରକାରୀଙ୍କୁ ମାସକୁ ୯୦୦ ଟଙ୍କା ଦେବାକୁ ପଡିବ।

ଏଥି ସହିତ କମ୍ପାନୀ ସର୍ବନିମ୍ନ ମୂଲ୍ୟର ପ୍ରିମିୟମ ସବସ୍କ୍ରିପଶନ ଯୋଜନା ୬୫୦ ଟଙ୍କା ଘୋଷଣା କରିଛି। ଏହି ଯୋଜନା ୱେବ ବ୍ୟବହାରକାରୀଙ୍କ ପାଇଁ ଘୋଷଣା କରାଯାଇଛି। କମ୍ପାନୀ ଗତ ବର୍ଷ ଟୁଇଟର ବ୍ଲୁକୁ ଏକ ନୂଆ ଫର୍ମରେ ପ୍ରକାଶ କରିଥିଲା। ଏହା ପୂର୍ବରୁ ଆମେରିକା, ବ୍ରିଟେନ, କାନାଡା, ଅଷ୍ଟ୍ରେଲିଆ, ନ୍ୟୁଜିଲ୍ୟାଣ୍ଡ ଏବଂ ଜାପାନ ସମେତ କେତେକ ଦେଶରେ ଏହା ଲଞ୍ଚ କରାଯାଇଥିଲା।

ସୂଚନାଯୋଗ୍ୟ. କମ୍ପାନୀ ମାଲିକ ଏଲନ ମସ୍କ କମ୍ପାନୀ କିଣିବାର କିଛି ଦିନ ପରେ ପେଡ ସବସ୍କ୍ରିପଶନ ସେବା ଆଣିବାକୁ ଘୋଷଣା କରିଥିଲେ। ପ୍ରବଳ ସମାଲୋଚନା ପରେ ମଧ୍ୟ ଏହି ସେବା ଆରମ୍ଭ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri