ବନ୍ଧୁଙ୍କୁ ସାହାଯ୍ୟ ମାଗିଲେ ଏଲନ ମସ୍କ

ୱାଶିଂଟନ,୨୩ ।୮: ମାଇକ୍ରୋବ୍ଲଗିଙ୍ଗ ସାଇଟ ଟୁଇଟର କିଣିବା ଚୁକ୍ତିରୁ ଓହରିଯିବା ପରେ ଟେଲସା ସିଇଓ ଏଲନ ମସ୍କଙ୍କ ଅଡୁଆ କମିବାର ନାଁ ନେଉନି । ଏବେ ସେ ଆଇନଗତ ଅସୁବିଧାରେ ପଡି ଯାଇଛନ୍ତି । ଚୁକ୍ତିକୁ ଏକ ପାଖିଆ ଉଲ୍ଲଂଘନ କରିଥିବା ଦର୍ଶାଇ ଟୁଇଟର ତାଙ୍କ ବିରୋଧରେ ଆମେରିକାର ଡେଲାୱେର କୋର୍ଟରେ ଅପିଲ କରିଛି । ଏହି ମାମଲାରେ ମସ୍କ ତାଙ୍କର ବନ୍ଧୁ ତଥା ଟୁଇଟରର ପୂର୍ବତନ ସିଇଓ ଡ୍ୟାକ ଡୋର୍ସିଙ୍କୁ ସାହାଯ୍ୟ ମାଗିଛନ୍ତି । ଡୋର୍ସିଙ୍କୁ କୋର୍ଟରୁ ସମନ ପଠାଯାଇ ସାକ୍ଷୀ ଦେବାକୁ ଡକାଯାଇଛି ।
କୋର୍ଟର ଦଲିଲ ଅନୁଯାୟୀ, ଟୁଇଟର କିଣିବା ପାଇଁ ଡୋର୍ସ ମସ୍କଙ୍କୁ ୪୪ ବିଲିୟନ ଡଲାରର ଚୁକ୍ତି ଉପରେ ତାଙ୍କୁ ସାହାଯ୍ୟ କରନ୍ତୁ ଏବଂ ତାଙ୍କ ଚୁକ୍ତିକୁ ସମର୍ଥନ କରି ସାକ୍ଷି ଦିଅନ୍ତୁ ବୋଲି କହିଛନ୍ତି । ସୂଚନାଯୋଗ୍ୟ, ଅକ୍ଟୋବର ୧୭ରେ ଟୁଇଟର-ମସ୍କ ମାମଲାରେ ଡେଲାୱେର କୋର୍ଟ ଶୁଣାଣି କରିବେ । ଏହିଦିନ ହାଜର ହେବାକୁ ଡୋର୍ସଙ୍କୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?