ଟୁଇଟର୍‌ ଡାଉନ୍‌

କାଲିଫର୍ନିଆ,୧।୩: ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ଟୁଇଟର୍‌ ସମଗ୍ର ବିଶ୍ୱରେ ଡାଉନ ହୋଇପଡିଛି। ଫଳରେ ୟୁଜର୍ସମାନେ ଟୁଇଟର୍‌ରେ ନୂତନ ପୋଷ୍ଟ ଦେଖିବାକୁ ଅସମର୍ଥ ହୋଇଛନ୍ତି। ଡାଉନଡିଟେକ୍ଟରଙ୍କ ଅନୁଯାୟୀ, ଗତ ୧ ଘଣ୍ଟା ମଧ୍ୟରେ ୬୦୦ ରୁ ଅଧିକ ଲୋକ ୱେବସାଇଟରେ ଟୁଇଟର୍‌ ଡାଉନ୍‌ ନେଇ ଅଭିଯୋଗ କରିଛନ୍ତି। ପ୍ରାୟ ୫୯% ଲୋକ ଅଛନ୍ତି ଆପରେ ଏହି ସମସ୍ୟାର ସମ୍ମୁଖୀନ ହୋଇଥିବାବେଳେ ୩୭% ଲୋକ ୱେବରେ ଏହି ସମସ୍ୟା ବିଷୟରେ ଆଲୋଚନା କରିଛନ୍ତି।
ଟୁଇଟର୍‌ର ନୂତନ ସିଇଓ ଏଲନ ମସ୍କ କିଛି ଦିନ ପୂର୍ବରୁ କହିଥିଲେ, ତାଙ୍କ ଟିମ ଟୁଇଟର୍‌ର ସମସ୍ତ ସମସ୍ୟାର ସମାଧାନ ପାଇଁ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri