ବିଶ୍ୱର ଅନେକ ସ୍ଥାନରେ ଟୁଇଟର୍‌ ଡାଉନ୍‌

ଓ୍ବାଶିଂଟନ୍‌,୪।୧୧: ସୋସିଆଲ ନେଟୱାର୍କିଂ ପ୍ଲାଟଫର୍ମ ଟୁଇଟର୍‌ ବିଶ୍ୱର ଅନେକ ସ୍ଥାନରେ ଡାଉନ୍‌ ରହିଛି। କିଛି ବ୍ୟବହାରକାରୀ ଏହାକୁ ବ୍ୟବହାର କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଭୋର ୩ଟାରୁ ଏହି ଅସୁବିଧା ଦେଖାଯାଇଛି। ଡାଉନ ଡିଟେକ୍ଟର ଅନୁଯାୟୀ, ଏପର୍ଯ୍ୟନ୍ତ ପ୍ରାୟ ୨୦୦ ଲୋକ ଟୁଇଟର୍‌ ବନ୍ଦ ହୋଇଥିବାର ରିପୋର୍ଟ କରିଛନ୍ତି। କେବଳ ୬ ପ୍ରତିଶତ ଲୋକ ଟୁଇଟର୍‌ ଆପ ବିଷୟରେ ଅଭିଯୋଗ କରିଛନ୍ତି।
ଏଲନ ମସ୍କ ଟୁଇଟର୍‌ ମାଲିକ ହେବା ମାତ୍ରେ ସିଇଓ ପରାଗ ଅଗ୍ରୱାଲଙ୍କ ସମେତ ଅନେକ ବଡ କର୍ମଚାରୀଙ୍କୁ ବିଦା କରିଦେଇଥିଲେ। ସେହି ଦିନଠାରୁ ଛଟେଇ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି…

ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା

ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri