ସପ୍ତାହକ ମଧ୍ୟରେ ଦ୍ୱିତୀୟଥର ଡାଉନ ହେଲା ଟୁଇଟର

ୱାଶିଂଟନ,୧୮ ।୨: ଗୋଟିଏ ସପ୍ତାହରେ ଦ୍ୱିତୀୟଥର ଗୁରୁବାର ରାତିରେ ଟୁଇଟର ଡାଉନ ହୋଇଥିବା ଜଣାପଡିଛ । ୟୁଜର୍ସ ପେଜ ଲୋଡ ନ କରିପାରିବା ସହ ଟୁଇଟର ପୋଷ୍ଟ ବି ଦେଖି ପାରି ନ ଥିବା ଅଭିଯୋଗ କରିଛନ୍ତି । ସୂଚନା ଅନୁଯାୟୀ, ୟୁଜର୍ସଙ୍କ ଟୁଇଟର ସମ୍ପୂର୍ଣ୍ଣ ଭାବେ କାମ କରିବା ବନ୍ଦ କରିଦେଇଥିଲା । ମନିଟରିଂ ସାଇଟ ଡାଉନଡିଟେକ୍ଟର ଡଟ କମ ଅନୁଯାୟୀ, ଟୁଇଟର ୟୁଜର୍ସ କହିଛନ୍ତି ସାଇଟରେ ଟେକନିକାଲ ସମସ୍ୟା ଦେଖାଯାଇଥିଲା । ଏହା ରାତି ୧୦ଟା ୫୧ରୁ ବଢିବାରେ ଲାଗିଥିଲା । ଗତ ସପ୍ତାହ ୧୧ ଫେବୃୟାରୀରେ ରାତି ପ୍ରାୟ ୧୧ଟାରେ ଟୁଇଟର ଡାଉନ ହୋଇଯାଇଥିଲା । ସେତେବେଳେ କମ୍ପାନୀ କହିଥିଲା ଆମେ ଏକ ବଗ ଠିକ କରୁଥିଲୁ, ଯାହ ଟାଇମଲାଇନକୁ ଲୋଡ ହେବାକୁ ଦେଉ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri