ସପ୍ତାହକ ମଧ୍ୟରେ ଦ୍ୱିତୀୟଥର ଡାଉନ ହେଲା ଟୁଇଟର

ୱାଶିଂଟନ,୧୮ ।୨: ଗୋଟିଏ ସପ୍ତାହରେ ଦ୍ୱିତୀୟଥର ଗୁରୁବାର ରାତିରେ ଟୁଇଟର ଡାଉନ ହୋଇଥିବା ଜଣାପଡିଛ । ୟୁଜର୍ସ ପେଜ ଲୋଡ ନ କରିପାରିବା ସହ ଟୁଇଟର ପୋଷ୍ଟ ବି ଦେଖି ପାରି ନ ଥିବା ଅଭିଯୋଗ କରିଛନ୍ତି । ସୂଚନା ଅନୁଯାୟୀ, ୟୁଜର୍ସଙ୍କ ଟୁଇଟର ସମ୍ପୂର୍ଣ୍ଣ ଭାବେ କାମ କରିବା ବନ୍ଦ କରିଦେଇଥିଲା । ମନିଟରିଂ ସାଇଟ ଡାଉନଡିଟେକ୍ଟର ଡଟ କମ ଅନୁଯାୟୀ, ଟୁଇଟର ୟୁଜର୍ସ କହିଛନ୍ତି ସାଇଟରେ ଟେକନିକାଲ ସମସ୍ୟା ଦେଖାଯାଇଥିଲା । ଏହା ରାତି ୧୦ଟା ୫୧ରୁ ବଢିବାରେ ଲାଗିଥିଲା । ଗତ ସପ୍ତାହ ୧୧ ଫେବୃୟାରୀରେ ରାତି ପ୍ରାୟ ୧୧ଟାରେ ଟୁଇଟର ଡାଉନ ହୋଇଯାଇଥିଲା । ସେତେବେଳେ କମ୍ପାନୀ କହିଥିଲା ଆମେ ଏକ ବଗ ଠିକ କରୁଥିଲୁ, ଯାହ ଟାଇମଲାଇନକୁ ଲୋଡ ହେବାକୁ ଦେଉ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri