Posted inଜାତୀୟ

ଟୁଇଟର୍‌ ଭାରତରେ ନିଯୁକ୍ତ କଲା ଅଭିଯୋଗ ଅଧିକାରୀ, ଦାୟିତ୍ୱରେ ବିନୟ ପ୍ରକାଶ…

ନୂଆଦିଲ୍ଲୀ,୧୧।୭: ଦିଲ୍ଲୀ ହାଇକୋର୍ଟଙ୍କ ତାଗିଦ୍‌ ପରେ ଟୁଇଟର ଏବେ ବାଟକୁ ଆସିଛି। ଭାରତରେ ଆବାସିକ ଅଭିଯୋଗ ଅଧିକାରୀ ଭାବେ ବିନୟ ପ୍ରକାଶଙ୍କୁ ନିଯୁକ୍ତ କରାଯିବା ନେଇ ଟୁଇଟର ପକ୍ଷରୁ ଘୋଷଣା କରାଯାଇଛି। ସେ ଟୁଇଟର ବିରୋଧରେ କରାଯାଇଥିବା ବିଭିନ୍ନ ଅଭିଯୋଗ ତଦାରଖ କରିବା ସହିତ ମାସିକ ରିପୋର୍ଟର ସମୀକ୍ଷା କରିବେ। ଏନେଇ ଟୁଇଟରର ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି। ଜୁଲାଇ ୮ରେ ଦିଲ୍ଲୀ ହାଇକୋର୍ଟ ଭାରତରେ ଅଭିଯୋଗ ଅଧିକାରୀ ନିଯୁକ୍ତ କରିବାଲାଗି ଟୁଇଟରକୁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ଜୁଲାଇ ୧୧ ସୁଦ୍ଧା ଅଭିଯୋଗ ଅଧିକାରୀ ନିଯୁକ୍ତ କରିବା ଲାଗି ଟୁଇଟର ପକ୍ଷରୁ କୋର୍ଟରେ କୁହାଯାଇଥିଲା।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…

କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ବହୁ ଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ହରିଦ୍ୱାର,୧୮।୯: ନିଠାରି ମାମଲାର ଅଭିଯୁକ୍ତ ସୁରେନ୍ଦ୍ର କୋଲି (ମୂଳତଃ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗର/ନୋଏଡା ନିବାସୀ) ହରିଦ୍ୱାରରେ ଝୁଲନ୍ତା ଅବସ୍ଥାରେ ମିଳିଛନ୍ତି। ଖବର ଅନୁଯାୟୀ, ଏହି…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?