ସ୍ଥାନୀୟ ସରକାରଙ୍କ ଆଇନ ମାନିବା ବ୍ୟତୀତ ଟୁଇଟରର ଅନ୍ୟ ପନ୍ଥା ନାହିଁ: ଏଲନ୍‌ ମସ୍କ

ନ୍ୟୁୟର୍କ, ୨୨ା୬ : ଯେକୌଣସି ଦେଶରେ ସ୍ଥାନୀୟ ସରକାରଙ୍କ ଆଇନକୁ ମାନିବା ବ୍ୟତୀତ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମର ଅନ୍ୟ ବିକଳ୍ପ ନାହିଁ ବୋଲି ଟୁଇଟର ମୁଖ୍ୟ ଏଲନ୍‌ ମସ୍କ ବୁଧବାର କହିଛନ୍ତି। ୩ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ସମୟରେ ସରକାର ବିରୋଧୀ ବିଷୟବସ୍ତୁ ନ ହଟାଇଲେ ଟୁଇଟରର ବିଭିନ୍ନ କାର୍ଯ୍ୟାଳୟ ଉପରେ ଚଢ଼ାଉ କରିବାକୁ ଭାରତ ସରକାର ଧମକ ଦେଇଥିଲେ ବୋଲି ଏହାର ସହପ୍ରତିଷ୍ଠାତା ଜାକ୍‌ ଡୋର୍ସିଙ୍କ ଅଭିଯୋଗ ଉପରେ ଖବରଦାତାମାନେ ପ୍ରଶ୍ନ କରିବାରୁ ମସ୍କ ଏହା କହିଛନ୍ତି। ସ୍ଥାନୀୟ ସରକାରଙ୍କ ଆଇନକୁ ନ ମାନିଲେ ଆମକୁ ବ୍ୟବସାୟ ବନ୍ଦ କରିବାକୁ ପଡ଼ିବ ବୋଲି ମସ୍କ ନ୍ୟୁୟର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା

ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ…

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ…

ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ

ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର…

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ…

ବଡ଼ ହଲଚଲ! TMCରେ ଫାଟ ଭିତରେ ଦିଲ୍ଲୀ ଗସ୍ତ କଲେ ମମତା, ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି

କୋଲକାତା,୭।୬: ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ବ୍ଲକ୍‌ର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ଟିଏମ୍‌ସି ସୁପ୍ରିମୋ ମମତା…

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri