ଟୁଇଟର ଡିଲ ଶେଷ: ମସ୍କଙ୍କୁ କୋର୍ଟକୁ ନେବ ଟୁଇଟର, ନ୍ୟୁୟର୍କର ସର୍ବୋଚ୍ଚ ଆଇନ ସଂସ୍ଥାକୁ ଦେଇଛି ଦାୟିତ୍ୱ

ୱାଶିଂଟନ,୧୧ ।୭: ଟୁଇଟର ଡିଲକୁ ନେଇ ସବୁଠି ଏବେ ଚର୍ଚ୍ଚା । ୪୪ ଅରବ ଡଲାରରେ ଟୁଇଟରକୁ କ୍ରୟ କରିବା ଡିଲ ଏବେ ଶେଷ ହୋଇଛି କହିଲେ ଚଳେ । ଏବେ ଏହାକୁ ନେଇ ଟେଲସା ତଥା ସ୍ପେସଏକ୍ସର ସିଇଓ ଏଲନ ମସ୍କଙ୍କୁ ଟୁଇଟର କୋର୍ଟରେ ଠିଆ କରିବାର ଯୋଜନା କରିଛି । ଟୁଇଟର ନ୍ୟୁୟର୍କର ଏକ ସର୍ବୋଚ୍ଚ ଲ ଫାର୍ମକୁ ମସ୍କଙ୍କ ବିରୋଧରେ ମାମଲା ରୁଜୁ କରିବାର ଦାୟିତ୍ୱ ଦେଇଛି ।
ଦ ହିଲର ସୂଚନା ଅନୁଯାୟୀ, ମାଇକ୍ରୋବ୍ଲଗିଙ୍ଗ ସାଇଟ ଟୁଇଟର ନ୍ୟୁୟର୍କର ଅଗ୍ରଣୀ ଲ ଫାର୍ମ ୱାଁଚଟେଲଲିପ୍ଟନ ରୋସେନ ଆଣ୍ଡ କାଟ୍‌ଜକୁ ମସ୍କଙ୍କ ବିରୋଧରେ ମାମଲ ରୁଜୁ କରିବାକୁ ଚୟନ କରିଛି । ଟୁଇଟର ଆସନ୍ତା ସପ୍ତାହରେ ହେଲାବେୟରରେ ମସ୍କଙ୍କ ନାଁରେ ମାମଲା ରୁଜୁ କରିବ । ଅନ୍ୟପଟେ ମସ୍କ ବି ଏହା ବିରୋଧରେ ଲଢିବାକୁ ପ୍ରସ୍ତୁତ ହୋଇଗଲେଣି । ସେ ଲ ଫାର୍ମ କ୍ୱିନ ଇମାନୁଏଲ ଉର୍କହାର୍ଟ ଆଣ୍ଡ ସୁଲିବନକୁ ବାଛିଛନ୍ତି । ଆଇନର ଲଢେଇ ଟୁଇଟର ଜିତିବ ବୋଲି କହିଛନ୍ତି ଟୁଇଟରର ଚେୟାରମ୍ୟାନ ବ୍ରେଟ ଟେଲର ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri