ଆଜିଠାରୁ ଟୁଇଟର କର୍ମଚାରୀଙ୍କ ଛଟେଇ ଆରମ୍ଭ, ଖର୍ଚ୍ଚ କାଟି ମସ୍କ ବଞ୍ଚାଇବେ ୮୨ ଅରବ ଟଙ୍କା

ୱାଶିଂଟନ,୪ ।୧୧: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ଏବେ ଟୁଇଟରର ମାଲିକ । ଟୁଇଟରକୁ କିଣିବା ପରେ ଏବେ ସେ ଏହାର କର୍ମଚାରୀ ସଂଖ୍ୟା କମ କରିବା ପ୍ରୟାସ ଆରମ୍ଭ କରିଛନ୍ତି । ଶୁକ୍ରବାରଠାରୁ ଟୁଇଟର କର୍ମଚାରୀଙ୍କ ଛଟେଇ ଅଭିଯାନ ଆରମ୍ଭ ହେବାକୁ ଯାଉଛି । ତେବେ କର୍ମଚାରୀ ଛଟେଇ କରି ମସ୍କ ପ୍ରାୟ ୮୨ ଅରବ ଟଙ୍କା ବଞ୍ଚାଇବାକୁ ଚାହୁଁଛନ୍ତି ।
ଏକ ରିପୋର୍ଟ ଅନୁଯାୟୀ, ମସ୍କ ଟୁଇଟର ଇଂନକାପେରିଶେନ(ଟୁଇଟର ଆଇଏନସି)ର ନୂଆ ପ୍ରବନ୍ଧକଙ୍କୁ କହିଛନ୍ତି ସେ ଇନଫ୍ୟାଷ୍ଟ୍ରକଚର ଦାମକୁ କମ କରିବାକୁ ଚେଷ୍ଟା କରନ୍ତୁ । ମସ୍କ କହିଛନ୍ତି ବର୍ଷକୁ ଟୁଇଟରର ଖର୍ଚ୍ଚ ସେ ଏକ ଅରବ ଡଲାର କମ୍ କରିବାକୁ ଚାହୁଁଛନ୍ତି । ମସ୍କଙ୍କର ଏହି ଖର୍ଚ୍ଚ କାଟ ଯୋଜନାକୁ ‘ଡିପ କଟସ୍ ପ୍ଲାନ’ ନାମ ଦିଆଯାଇଛି ।
ଖର୍ଚ୍ଚ କାଟ ଯୋଜନା ସହ ଜଡିତ ସୂତ୍ରର ଖବର ଅନୁଯାୟୀ, ଟୁଇଟରର ଏକ ଭିତିରି ବାର୍ତ୍ତାରେ କୁହାଯାଇଛି କି କମ୍ପାନୀର ଲକ୍ଷ୍ୟ ସର୍ଭର ଓ କ୍ଲାଉଡ ସେବାରୁ ପ୍ରତିଦିନ ୧୫ ଲକ୍ଷ ଡଲାର ଓ ୩୦ ଲକ୍ଷ ଡଲାର ବଞ୍ଚାଇବାର ଅଛି । ଗୁପ୍ତ ତଥ୍ୟ ଅନୁଯାୟୀ, ଟୁଇଟରକୁ ଏବେ ପ୍ରାୟ ପ୍ରତିଦିନ ୩୦ ଲକ୍ଷ ଡଲାର କ୍ଷତି ହେଉଛି । ହେଲେ ଏହି ଯୋଜନାକୁ ନେଇ ଅଫିସିୟାଲି ସେମିତି କିଛି ଘୋଷଣା କରାଯାଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri