ଟୁଇଟ୍‌ କରିପାରିବେନି ଟ୍ରମ୍ପ!

ଓ୍ବାଶିଂଟନ,୬।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟୁଇଟର ଆକାଉଣ୍ଟକୁ ଅସ୍ଥାୟୀ ଭାବେ ବନ୍ଦ କରାଯାଇଥିବା ସୂଚନା ମିଳିଛି। ତେବେ କରୋନା ଭାଇରସ ସଂକ୍ରମଣକୁ ନେଇ ଟ୍ରମ୍ପକୁ ଟୁଇଟର ଆକାଉଣ୍ଟରେ ଭୁଲ୍‌ ତଥ୍ୟ ଦିଆଯାଇଥିବାରୁ ଏମିତି ପଦକ୍ଷେପ ନିଆଯାଇଥିବା କୁହାଯାଉଛି। ଟୁଇଟରର ଜଣେ ପ୍ରବକ୍ତା କହିଛନ୍ତି ରାଷ୍ଟ୍ରପତିଙଙ୍କ ଟୁଇଟର ଆକାଉଣ୍ଟରୁ କରୋନା ମହାମାରୀକୁ ନେଇ ଯେଉଁ ଟୁଇଟ୍‌ କରାଯାଇଥିଲା ତାହା କମ୍ପାନୀର ଗାଇଡ୍‌ ଲାଇନ୍‌ ବାହାରେ ଥିଲା। ତେଣୁ ଟୁଇଟର ବାଧ୍ୟ ହୋଇ ଏଭଳି ପଦକ୍ଷେପ ନେଇଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri