Posted inଜାତୀୟ

କପିପେଷ୍ଟ ଟୁଇଟ୍‌ ଉପରେ ଲାଗିବ ଲଗାମ!

ନୂଆଦିଲ୍ଲୀ,୨୯।୮: ମାଇକ୍ରୋବ୍ଲଗିଙ୍ଗ ସାଇଟ୍‌ ଟୁଇଟର ଏବେ ଏକ ବଡ ନିଷ୍ପତ୍ତି ନେବାକୁ ଯାଉଛି। ଏହା ଫଳରେ ଦଳ ଓ ବିଭିନ୍ନ ସଂସ୍ଥା ପାଇଁ କାମ କରୁଥିବା ଆଇଟି ସେଲ୍‌ ଅସୁବିଧାରେ ପଡିପାରନ୍ତି। ତେବେ ଯେଉଁ ଟୁଇଟ୍‌ କପି ପେଷ୍ଟ କରାଯିବ ବା ଗୋଟିଏ ଟୁଇଟ୍‌କୁ ବହୁଲୋକ ଟୁଇଟ୍‌ କରୁଥିବେ ଏପରି ଟୁଇଟ୍‌ ୟୁଜର୍ସଙ୍କ ଟାଇମ ଲାଇନରୁ ହାଇଡ୍‌ କରିଦିଆଯିବ। ଟୁଇଟର ଦ୍ୱାରା ଟୁଇଟ୍‌ କରାଯାଇ ଏହି ସୂଚନା ଦିଆଯାଇଛି। ଏହାର କାରଣ ଦର୍ଶାଇ ଟୁଇଟର କହିଛି ଗତ କିଛି ବର୍ଷ ହେବ ଏହି ପ୍ଲାଟଫର୍ମରେ କପିପେଷ୍ଟ ଟୁଇଟ୍‌ର ପରିମାଣ ବଢିବାରେ ଲାଗିଛି। ଏହା ବ୍ୟତୀତ ଗୋଟିଏ ଟୁଇଟ୍‌କୁ ଅଧିକାଂଶ ଲୋକେ କପିପେଷ୍ଟ କରୁଛନ୍ତି। ତେଣୁ ଏଭଳି ଟୁଇଟ୍‌ର ଭିଜିବଲିଟିକୁ କମ୍‌ କରିବାକୁ ଚିନ୍ତା କରାଯାଇଛି। ଏହାକୁ ନେଇ ମୋବାଇଲ ଆପରେ ଏକ ଫିଚର ମଧ୍ୟ ଜାରି କରାଯାଇଛି। ଯେଉଁଥିରେ ଜଣେ ୟୁଜର୍ସ ତାଙ୍କ ଟୁଇଟ୍‌କୁ କପି କରିବାକୁ ବନ୍ଦ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୫.୪୭ କୋଟି ଟଙ୍କାର ମଦ ଉପରେ ଚାଲିଲା ବୁଲଡୋଜର…

ହାଇଦ୍ରାବାଦ, ୧୫।୯ : ଆନ୍ଧ୍ରପ୍ରଦେଶ ପୋଲିସ ଏକ ବୁଲଡୋଜର ଚଲାଇ ତେଲେଙ୍ଗାନାରୁ ବେଆଇନ ଭାବେ ଆସିଥିବା ହୋଇଥିବା ୨.୪୩ ଲକ୍ଷ ମଦ ବୋତଲକୁ ନଷ୍ଟ କରି...

କେନ୍ଦ୍ରଶାସିତ ଅଞ୍ଚଳ ଗଠନ ବେଆଇନ: ଚାଇନା,ଭାରତ କହିଲା ମୁଣ୍ଡ ଖେଳାଅନି

ବେଜିଂ/ନୂଆଦିଲ୍ଲୀ,୧।୧୧(ପି.ଟି.):ଜମ୍ମୁ-କଶ୍ମୀରକୁ ଦୁଇଭାଗ କରାଯାଇ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ କରିବା ବେଆଇନ ବୋଲି ଗୁରୁବାର ଚାଇନା କହିଛି। ଚାଇନାର କେତେକ ଅଞ୍ଚଳକୁ ନିଜ ପ୍ରଶାସନିକ ସୀମାଭୁକ୍ତ...

ଅବ୍ୟବସ୍ଥା ଭାରତର କାଳ

ନୂଆଦିଲ୍ଲୀ,୧୩ା୫: ଭାରତ ପାଇଁ କାଳ ହୋଇଛି ଚରମ ଅବହେଳାରୁ ସୃଷ୍ଟ ଅବ୍ୟବସ୍ଥା। ଦେଶର ଅଢ଼େଇ ଲକ୍ଷ ଲୋକଙ୍କ ଜୀବନ ନେଇ କୋଟି କୋଟି ଭାରତୀୟଙ୍କୁ ଛଟପଟ...

ସତ୍ୟ ପ୍ରକାଶ ପାଇବାରୁ କିଛି ଲୋକ ବିବ୍ରତ ହେଉଛନ୍ତି, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୩ : ହିନ୍ଦି ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ କଂଗ୍ରେସକୁ ଟାଗେର୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଦୀର୍ଘ ଦିନ...

ଗୁପ୍ତଚର ବୃତ୍ତି: ବହିର୍ବ୍ୟାପାର ମନ୍ତ୍ରଣାଳୟ ଡ୍ରାଇଭର ଗିରଫ

ନୂଆଦିଲ୍ଲୀ,୧୯।୧୧: ବହିର୍ବ୍ୟାପାର ମନ୍ତ୍ରଣାଳୟରେ ନିୟୋଜିତ ଥିବା ଜଣେ ଡ୍ରାଇଭରଙ୍କୁ ଗୁପ୍ତଚର ବୃତ୍ତି ଅଭିଯୋଗରେ ଶୁକ୍ରବାର ନୂଆଦିଲ୍ଲୀର ଜବାହରଲାଲ୍‌ ନେହେରୁ ଭବନରୁ ଗିରଫ କରାଯାଇଛି। ଅର୍ଥ ବଦଳରେ...

ବାବରି ମସଜିଦ ନୁହେଁ, ଆମକୁ ଦରକାର ରାମ ଜନ୍ମଭୂମି: ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୪ ।୩: ଆସମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା କର୍ନାଟକରେ କନକଗିରିରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଶାସନ କ୍ଷମତା ଦେବାକୁ ଅପିଲ କରି କହିଛନ୍ତି, ଆମକୁ...

ମନ୍ତ୍ରୀଙ୍କ ପୁଅ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ଯୁବତୀଙ୍କ ଉପରେ କାଳିମାଡ

ନୂଆଦିଲ୍ଲୀ,୧୨।୬: ରାଜସ୍ଥାନରେ ଅଶୋକ ଗେହଲୋଟ ସରକାରର ମନ୍ତ୍ରୀ ମହେଶ ଯୋଶୀଙ୍କ ପୁଅ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ପୀଡିତାଙ୍କ ଉପରେ କାଳିମାଡ କରାଯାଇଛି। ଶନିବାର ରାତିରେ...

ସାଧାରଣତନ୍ତ୍ର ଦିବସରେ ଇତିହାସ ରଚିଲେ ଦୁଇ ଆଇଏଏଫ୍‌ ମହିଳା ପାଇଲଟ୍‌

ନୂଆଦିଲ୍ଲୀ,୨୬ା୧- ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ଦୁଇ ମହିଳା ପାଇଲଟ୍‌ ସାଧାରଣତନ୍ତ୍ର ଦିବସ ପରେଡରେ ଭାଗ ନେଇ ଇତିହାସ ରଚିଛନ୍ତି। ଫ୍ଲାଇଟ୍‌ ଲ୍ୟୁଟନାଣ୍ଟ ଭଓ୍ବନ କାନ୍ଥ...

Advertisement
Archives

Model This Week