Posted inଜାତୀୟ

ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତାଙ୍କ ହତ୍ୟା ଘଟଣାରେ ୨ଅଭିଯୁକ୍ତ ଗିରଫ

ବେଙ୍ଗାଲୁରୁ,୨୧।୨: କର୍ନାଟକର ଶିବମୋଗାରେ ବଜରଙ୍ଗ ଦଳ କାର୍ଯ୍ୟକର୍ତ୍ତା ହର୍ଷଙ୍କ ହତ୍ୟା ମାମଲାରେ ସୋମବାର ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ମାମଲାରେ ସେମାନଙ୍କୁ ପଚରାଉଚରା କରାଯାଉଛି ବୋଲି ପୋଲିସ ସୂଚନା ଦେଇଛି। ଅନ୍ୟପକ୍ଷରେ, ଘଟଣା ପରେ ରାଜ୍ୟରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ଏହି ସମୟରେ ଶିବାମୋଗାରେ ହିଂସା ପରିସ୍ଥିତି ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ତେବେ ସ୍ଥାନୀୟ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ସମଗ୍ର ଅଞ୍ଚଳରେ ପୋଲିସର ଛାଉଣୀ ହେବା ସହ ୧୪୪ ଧାରା ଲାଗୁ କରାଯାଇଛି। ଏଥିସହ ୨ ଦିନ ଯାଏ ସ୍କୁଲ ଏବଂ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବ୍ୟାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri