ଅଢ଼େଇ କୋଟିର ବ୍ରାଉନସୁଗାର ଜବତ : ୩ ଜଣଙ୍କୁ ବାନ୍ଧିନେଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୮(ବ୍ୟୁରୋ): ବାଲେଶ୍ୱର ଜିଲା ଜଳେଶ୍ୱର ମାର୍କେଟରେ ଏସ୍‌ଟିଏଫ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏଥିରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ୨ କେଜିରୁ ଅଧିକ ବ୍ରାଉନସୁଗାର ଜବତ କରିବା ସହିତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଳେଶ୍ୱର ଥାନା ଅଞ୍ଚଳର ମମତାଜ ଖାନ, ଜଗତସିଂହପୁର ଜିଲା ଅରଣା ଅଞ୍ଚଳର ଉଦୟନାଥ ରଥ ଓ କଟକ ଜିଲା ବୟାଳିଶ ମୌଜା ଅଞ୍ଚଳର ପ୍ରଦୀପ କୁମାର ଦାସ। ସେମାନଙ୍କଠାରୁ ୨ କେଜି ୪୦୨ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଯାହାର ମୂଲ୍ୟପ୍ରାୟ ଅଢ଼େଇ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଏ ନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri