ଅଢେଇ କିଲୋ ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୩୧ା୧୦-ବ୍ରହ୍ମପୁର ବଡ଼ ବଜାରରେ ଥିବା ବିନୋଦ ଜୁଏଲେରିରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଚୋରମାନେ ଷ୍ଟୋର୍‌ରେ ଥିବା ଆଇରନ୍‌ ଚେଷ୍ଟ ଭାଙ୍ଗି ପ୍ରାୟ ୨କେଜି ୮୦୦ଗ୍ରାମ୍‌ ଓଜନର ସୁନା ଗହଣା ଚୋରି କରିଥିବା ମାଲିକ ଜେ.ରବିକୁମାର ଥାନାରେ ଅଭିଯୋଗ କରିଛନ୍ତି। ବଡ଼ ବଜାର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ବିଭିନ୍ନ ସ୍ଥାନରୁ ନମୁନା ସଂଗ୍ରହ କରାଯାଇଛି। ନମ୍ବର ୨୨୨/୨୦ରେ ଏକ ମାମଲା ରୁଜୁ ହୋଇଥିବା ବଡ଼ ବଜାର ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି। ଅନ୍ୟପଟେ ଉକ୍ତ ସୁନା ଦୋକାନରେ କାମ କରୁଥିବା ୨ କର୍ମଚାରୀଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା ଚଳାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri