ଦୁଇ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୪ ନିଖୋଜ

ଓ୍ବାଶିଂଟନ,୨୮ା୪: ଟ୍ରେନିଂରୁ ଫେରୁଥିବା ଆମେରିକାର ଦୁଇଟି ସାମରିକ ହେଲିକପ୍ଟର ଗୁରୁବାର ଆଲାସ୍କାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଚଳିତ ବର୍ଷ ରାଜ୍ୟରେ ସାମରିକ ହେଲିକପ୍ଟର ସହ ଜଡିତ ଏହା ହେଉଛି ଦ୍ୱିତୀୟ ଦୁର୍ଘଟଣା। ଆମେରିକାର ସେନା ଆଲାସ୍କାର ମୁଖପାତ୍ର ଜନ ପେନେଲ କହିଛନ୍ତି, ପ୍ରତ୍ୟେକ ହେଲିକପ୍ଟରରେ ଦୁଇଜଣ ଲୋକଥିଲେ। ପେନେଲ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ହେଲିକପ୍ଟରରେ ଥିବା ଲୋକଙ୍କ ବିଷୟରେ କୌଣସି ସୂଚନା ମିଳିପାରିନାହିଁ। ଏଏଚ୍‌-୬୪ ଆପାଚେ ହେଲିକପ୍ଟର ଦୁଇଟି ଫେୟାରବ୍ୟାଙ୍କ ନିକଟରେ ଅବସ୍ଥିତ ଫୋର୍ଟ ଓ୍ବେନରାଇଟରୁ ଆସିଛି। ଘଟଣାର ତଦନ୍ତ କରାଯାଉଥିବା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ…

ସାମନ୍ଥାଙ୍କୁ ‘I LOVE YOU’ କହିବାକୁ ମନା କଲେ ସ୍ବାମୀ: ମଞ୍ଚ ଉପରେ ଘଟିଲା…

ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ତାଙ୍କ ଆଗାମୀ ଫିଲ୍ମ ‘ମା ଇଣ୍ଟି ବାଙ୍ଗାରମ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହା ଖୁବଶୀଘ୍ର ସିନେମା ହଲରେ ଆସିବାକୁ ଯାଉଛି। ଯଦିଓ…

ସମସ୍ତଙ୍କ ଆଗରେ ମେଲୋନିଙ୍କୁ କିସ୍‌ କରୁଥିଲେ ଜେଲେନସ୍କି, ଆଉ ତା’ ପରେ… ଭାଇରାଲ ଭିଡିଓକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା!

ନୂଆଦିଲ୍ଲୀ,୧୭।୬: ଫ୍ରାନ୍ସର ଡୋଭିଲ-ଲେ-ବ୍ୟାନ୍ସ (Deauville-les-Bains) ସହରରେ ଜି-୭ (G7) ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି। ଜି-୭ ସମୂହରେ ବିଶ୍ୱର ସାତଟି ପ୍ରମୁଖ ଅର୍ଥବ୍ୟବସ୍ଥା ଏକାଠି ଅଛନ୍ତି, ଯେଉଁଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri