ଦୋକାନ ଆଗରେ ରଖିଥିଲେ ଗାଡ଼ି,ଆସି ଦେଖିଲା ବେଳକୁ

ଗଞ୍ଜାମ,୧୪ା୧୦(ବିଦ୍ୟାଧର ସାହୁ/ଅଖିଳ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ସ୍ଥିତ ଏକ ଦୋକାନ ନିକଟ ଏବଂ ଲକ୍ଷ୍ମୀପୁର ଗ୍ରାମରୁ ରାତିରେ ୨ଟି ବାଇକ୍‌ ଚୋରି ହୋଇଛି। ଏନେଇ ଗଞ୍ଜାମ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଚଳାଇଛି। ଦାମଦରପୁର ଗ୍ରାମର ସୁନୀଲ ବେହେରାଙ୍କ ଗାଡି (ନଂ ଓଡି ୦୭ଇଘ ୬୬୬୩)ଟି ପୁଇଁତଳା ସ୍ଥିତ ଦୋକାନ ନିକଟରେ ଚୋରି ହୋଇଥିଲା। ସେହିପରି ଲକ୍ଷ୍ମୀପୁର ଗ୍ରାମରେ ମଧ୍ୟ ଗ୍ଲାମର ଗାଡି ଚୋରି ହୋଇଛି।

 

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯଦି ମମତା ବାନାର୍ଜୀ ଇସ୍ତଫା ନ ଦିଅନ୍ତି, ତେବେ ପୋଲିସ ପଠାଇ… ଆଇନଗତ ରାସ୍ତା କହିଲେ ସୁପ୍ରିମକୋର୍ଟର ଓକିଲ

ନୂଆଦିଲ୍ଲୀ,୬।୫: ବିଧାନସଭା ନିର୍ବାଚନରେ ପରାଜୟ ସତ୍ତ୍ୱେ, ମମତା ବାନାର୍ଜୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଛନ୍ତି, ଯାହା ରାଜ୍ୟରେ ଏକ ସାମ୍ବିଧାନିକ ସଙ୍କଟ ସୃଷ୍ଟି…

ବିରଳ ସାମୁଦ୍ରିକ କଇଁଛ ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ: ସମୁଦ୍ର ମୁହାଁ ହଜାର ହଜାର ଛୁଆ କଇଁଛ

ଗଞ୍ଜାମ,୬।୫:(ବିଦ୍ୟାଧର ସାହୁ ): ସାମୁଦ୍ରିକ କଇଁଛଙ୍କ ଏନ୍ତୁଡିଶାଳ ଭାବେ ପରିଚିତ ଗଞ୍ଜାମ ଜିଲା ଋଷିକୂଲ୍ୟା ମୁହାଣ ବେଳାଭୂମିରୁ ସକାଳ ଓ ସନ୍ଧ୍ୟାରେ ଥଣ୍ଡା ପରିବେଶରେ ବିସ୍ତୃତ ବାଲୁକା…

ମନ୍ଦିର ପାଇଁ ମଞ୍ଜୁର ଟଙ୍କାରେ ଘର ତିଆରି ଅଭିଯୋଗ: ବିଧାୟକ ପାଣ୍ଠିର ଦୁରୁପଯୋଗ 

ଗୁଣପୁର,୬।୫(ସଂକେତ ପାତ୍ର): ରାୟଗଡ଼ା  ଜିଲା ଗୁଣପୁର ବ୍ଲକ ଅଧୀନ ମେରିଙ୍ଗି ଗ୍ରାମରେ ଅବସ୍ଥିତ ମାତାରବନମ୍‌ ମନ୍ଦିର ଉନ୍ନତି ପାଇଁ ମଞ୍ଜୁରି ହୋଇଥିବା ବିଧାୟକ ପାଣ୍ଠିର ଦୁରୁପଯୋଗ ହୋଇଥିବା…

ଡବଲ ଚାଲ୍‌ ଚଲାଇଲେ ବିଜୟ, ସରକାର ଗଠନ କରିବା ପାଇଁ ଟିଭିକେର ଦୁଇ ହାତରେ ଲଡ଼ୁ, ପରଦା ପଛରେ ଘଟୁଛି…

ଚେନ୍ନାଇ,୬।୫: ତାମିଲନାଡୁ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏବେ ସରକାର ଗଠନ ପାଇଁ ପ୍ରକ୍ରିୟା ଚାଲିଛି। ହେଲେ ବିଧାନସଭା ଫଳାଫଳ ତାମିଲନାଡୁରେ ସରକାର ଗଠନ ପ୍ରକ୍ରିୟାକୁ ବାଧା…

ବଢୁଛି ମୋହନଙ୍କ ପତିଆରା: ଗୋଟିଏ ପରେ ଗୋଟିଏ ଗୁରୁଦାୟିତ୍ୱ ଦେଉଛି ଭାଜପା

ଭୁବନେଶ୍ୱର,୬ା୫(ସୁନିତ୍‌ ମିଶ୍ର):ପଶ୍ଚିମବଙ୍ଗରେ ଭାଜପା ଏକାକୀ ସରକାର ଗଠନ କରିବାକୁ ଯାଉଛି। ଭାଜପା ବିଧାୟକ ଦଳ ନେତା ବାଛିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ…

ବଙ୍ଗଳା ଜିତିବା ପରେ ମଧ୍ୟ ଭାଜପାକୁ ମିଳିବନି ରାଜ୍ୟ ସଭାର ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୬।୫: ପଶ୍ଚିମବଙ୍ଗରେ ପ୍ରଥମ ଥର ପାଇଁ କ୍ଷମତା ଦଖଲ କରି ଭାଜପା ଦ୍ୱିଶତକ ହାସଲ କରି ଇତିହାସ ସୃଷ୍ଟି କରିଥିବା ବେଳେ, କିନ୍ତୁ ରାଜ୍ୟ ସଭାର ଗଣିତ…

ଇମୋଶନାଲ୍‌ ହୋଇ ଏ କ’ଣ କହିଦେଲେ ଥଲାପତି ବିଜୟ: ଚାରିଆଡେ ହେଉଛି ଚର୍ଚ୍ଚା

ଚେନ୍ନାଇ,୬।୫: ତାମିଲନାଡୁ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇଛି। ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଏକ ବିବୃତ୍ତି ଜାରି କରି ରାଜ୍ୟବାସୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି।…

ମମତା ଇସ୍ତଫା ଦେବାକୁ ମନା କରିବା ପରେ ନିର୍ବାଚନ କମିଶନ ନେଲେ ଏହି ପଦକ୍ଷେପ, ଜାଣନ୍ତୁ ଆଗକୁ କ’ଣ ହେବ?

ନୂଆଦିଲ୍ଲୀ,୬।୫: ପଶ୍ଚିମବଙ୍ଗରେ କ୍ଷମତା ପାଇଁ ଲଢ଼େଇ ଏକ ନୂତନ ଏବଂ ଗମ୍ଭୀର ମୋଡ଼ରେ ପହଞ୍ଚିଛି। ନିର୍ବାଚନ କମିଶନ (EC) ମଙ୍ଗଳବାର ଏକ ନୂତନ ରାଜ୍ୟ ବିଧାନସଭା ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri