ସ୍କୁଟିରେ କରୁଥିଲେ ଗଞ୍ଜେଇ ଚାଲାଣ: ୨ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି,୨୪ା୭(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଅବକାରୀ ଅଧିକ୍ଷକ ପ୍ରବୀଣ କୁମାର ପ୍ରଧାନଙ୍କ ନିର୍ଦ୍ଦେଶରେ ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ ପଣ୍ଡାଙ୍କ ନେତୃତ୍ୱରେ ଅବକାରୀ ଟିମ୍‌ ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ସ୍କୁଟି ନଂ. ( ଓଡି ୨୦ ସି ୪୯୭୬) ପିଛା କରି ସେଥିରୁ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ପରିମାଣ ୭ କିଲୋ ୧୦୦ ଏଥିରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ସେମାନେ ହେଲେ ଗଜପତି ଜିଲା ମୋହନା ଥାନା ରାଇପୁର ଗ୍ରାମର ରୁନା ବର୍ଦ୍ଧନ ଏବଂ ସୁନିହମ ଲିମା । ଜାମିନ ଆବେଦନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବ୍ରହ୍ମପୁର ଜେଲ ହାଜତକୁ
ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri