ସ୍କୁଟିରେ କରୁଥିଲେ ଗଞ୍ଜେଇ ଚାଲାଣ: ୨ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି,୨୪ା୭(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଅବକାରୀ ଅଧିକ୍ଷକ ପ୍ରବୀଣ କୁମାର ପ୍ରଧାନଙ୍କ ନିର୍ଦ୍ଦେଶରେ ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ ପଣ୍ଡାଙ୍କ ନେତୃତ୍ୱରେ ଅବକାରୀ ଟିମ୍‌ ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ସ୍କୁଟି ନଂ. ( ଓଡି ୨୦ ସି ୪୯୭୬) ପିଛା କରି ସେଥିରୁ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ପରିମାଣ ୭ କିଲୋ ୧୦୦ ଏଥିରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ସେମାନେ ହେଲେ ଗଜପତି ଜିଲା ମୋହନା ଥାନା ରାଇପୁର ଗ୍ରାମର ରୁନା ବର୍ଦ୍ଧନ ଏବଂ ସୁନିହମ ଲିମା । ଜାମିନ ଆବେଦନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବ୍ରହ୍ମପୁର ଜେଲ ହାଜତକୁ
ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri