ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ ମାଝୀ ବୋଲି ଜଣାପଡିଛି । ବଳି ମାଝୀ ଏଥି ପୂର୍ବରୁ ନକ୍ସଲ ମାମଲାରେ ଗିରଫ ହୋଇ ଜେଲ ଯାଇଥିଲେ । ମାଓବାଦୀ ପୋଷ୍ଟର ଲଗାଇ ଆତଙ୍କ ଖେଳାଇବା ଅଭିଯୋଗରେ ଏହି ଦୁଇ ଜଣଙ୍କୁ ଗିରଫ କରାଯାଇଛି ।

ଗତ ଦୁଇ ଦିନ ତଳେ ଜିଲାର ତିନୋଟି ସ୍ଥାନରେ ନକଲି ମାଓବାଦୀ ପୋଷ୍ଟର ଲଗାଯାଇଥିଲା। ଗିରଫ ପରେ ଉଭୟଙ୍କୁ ଡାକ୍ତରୀ ମାଇନା କରାଯାଇଛି । ଗିରଫ ନେଇ ଏସଡିପିଓ ଗୌରହରି ସାହୁ ସୂଚନା ଦେଇଛନ୍ତି । ତେବେ ଏମାନେ ପ୍ରକୃତରେ ଦୋଷୀ ନା ନାହିଁ ତାହା ତଦନ୍ତ ପରେ ଜଣାପଡ଼ିବ ।

କହିରଖୁଛୁ କି, ଗତ ୧୩ ତାରିଖରେ ରାୟଗଡା ବ୍ଲକ ବାଇସିଙ୍ଗ ପଞ୍ଚାୟତ ଅନ୍ତର୍ଗତ ଘୁମାଗୁଡା ବସଷ୍ଟପ ନିକଟରେ ମାଓବାଦୀ ପୋଷ୍ଟର ଲଗାଯାଇଥିଲା । ଏହି ପୋଷ୍ଟରଟି ସସିପିଆଇ ମାଓବାଦୀ ପକ୍ଷରୁ ଲେଖାଯାଇଥିବା ନେଇ କୁହାଯାଇଥିଲା । ସବ୍ୟସାଚୀ ପଣ୍ଡା, ଆଜାଦ, ଉଦୟ ଓ ନିଖିଲ ଏମାନେ କେବେ ଆଦିବାସୀ ନଥିଲେ । ଆଦିବାସୀଙ୍କୁ ନକ୍ସଲରେ ରଖି ଅତ୍ୟାଚାର କରୁଥିଲେ । ଏହାକୁ ଜବାବ ଦେବାକୁ ରାଜ୍ୟ ସମ୍ପାଦକ ମେଘଜାନୀଓ ଡମ୍ବାଇ ମାଝୀ ଓ ମାଓ ସଂଗଠନ ପ୍ରସ୍ତୁତ ଅଛି ବୋଲି ଲେଖାଯିବା ସହିତ ଲାଲ ସଲାମ ଲେଖାଯାଇଥିଲା ।  ଆଦିତ୍ୟ ବିର୍ଲା କମ୍ପାନୀ କେବିକେ ଅଞ୍ଚଳର ଲୋକଙ୍କୁ ଶୋଷଣ କରୁଥିଲେ ମଧ୍ୟ ସରକାର ନୀରବ ରହୁଛନ୍ତି। ତେଣୁ କମ୍ପାନୀକୁ ବିରୋଧ କରୁଥିବା ନେଇ ମଧ୍ୟ ଉଲ୍ଲେଖ କରାଯାଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଦଳୁଛି ସମୀକରଣ: କଂଗ୍ରେସ ଛାଡି ଭାଜପାରେ ମିଶିଲେ…

​କଲ୍ୟାଣସିଂହପୁର,୪।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖାଣ୍ଡି ପଞ୍ଚାୟତର ଆଲିଜିନିଗୁଡ଼ା ଆମ୍ବତୋଟା ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ବିଶାଳ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?