ହୋଲିରେ ଅଘଟଣ, ଦୁଇ ବାଇକ ମୁହାଁମୁହିଁ ଧକ୍କାରେ….

ସୁନ୍ଦରଗଡ,୪।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଭଷ୍ମା ଥାନା ଅନ୍ତର୍ଗତ ଶରଧାପାଲି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି ।

ଗୁରୁତର ଆହତ ବାଇକ୍ ଆରୋହୀ ଜଣକ ହେଉଛନ୍ତି କୁର୍ଗା ଗ୍ରାମର କୁମ୍ଭାର । ଅନ୍ୟପଟେ ମୃତକଙ୍କ ପରିଚୟ ମିଳିପାରି ନାହିଁ ।  ତେବେ ଦୁର୍ଘଟଣା ପରେ ସ୍ଥାନୀୟ ଯୁବକମାନେ ଭଷ୍ମା ଥାନା ପୋଲିସକୁ ଖବର ଦେଇଥିଲେ । ପୋଲିସ ଆସି ଉଭୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଛି । ହୋଲି ଦିନରେ ଅଘଟଣ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୭୦ ପ୍ୟାକେଟ୍‌ ବ୍ରାଉନସୁଗାର ଜବତ: ଶୁଭମଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୪।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ଏକ ସଫଳତା l ବୁଧବାର ସକାଳେ ପାଟ୍ରୋଲିଂ ସମୟରେ ଏକ ସ୍କୁଟିକୁ ଯାଞ୍ଚ ସମୟରେ ବ୍ରାଉନସୁଗାର…

ପାକିସ୍ତାନ ଟିମ୍‌ରୁ ବିଦା ହେଲେ ବାବର ଆଜମ, ଟି-୨୦ରେ…

ଇସଲାମବାଦ,୪।୩: ୨୦୨୬ ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନ କରିଥିବା ବାବର ଆଜମଙ୍କୁ ପାକିସ୍ତାନ ଦଳରୁ ବାଦ ଦିଆଯାଇଛି। ଟୁର୍ନାମେଣ୍ଟର ଛଅଟି ମ୍ୟାଚରେ ମାତ୍ର ୯୧ ରନ କରିଥିବା…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଖୁସି ଖବର! ଭାରତକୁ ତେଲ ଦେବ ଏହି ଦେଶ

ନୂଆଦିଲ୍ଲୀ,୪।୩: ଇରାନ ହୋର୍ମୁଜ୍ ଷ୍ଟ୍ରେଟକୁ ନିଜ ନିୟନ୍ତ୍ରଣରେ ନେଇଛି, ଯାହା ଦ୍ୱାରା ଅନ୍ତର୍ଜାତୀୟ ବଜାରକୁ ତୈଳ ଯୋଗାଣ ବନ୍ଦ ହୋଇଯାଇଛି । ଏହା ଫଳରେ ଅଶୋଧିତ ତୈଳ…

ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…

ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ…

ହୋଲିରେ ଡିଜେ ବଜାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୧୨ ଆହତ

ତିହିଡ଼ି,୪ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ବୋଡ଼କ ପଞ୍ଚାୟତ ଅଧୀନ ଖରିଦାପାଟଣା ଗ୍ରାମରେ ବୁଧବାର ସକାଳେ ଗୋଷ୍ଠୀ ସଂଘର୍ଷ ଉପୁଜିଛି। ଡିଜେ ବଜାକୁ କେନ୍ଦ୍ର କରି…

ପୋଖରୀକୁ ଖସିପଡିଲା ଟ୍ରାକ୍ଟର: ଡ୍ରାଇଭର୍‌ଙ୍କ ସହ ଘଟିଲା…

ବାହାନଗା, ୪। ୩(ଅରୂପ କୁମାର ଦାସ): ହୋଲିରେ ଅଘଟଣ। ବୁଧବାର ବାଲେଶ୍ୱର ଜିଲା ଗୋପାଳପୁର ପଞ୍ଚାୟତ ଆପିତିର ଗ୍ରାମର ଏକ ଟ୍ରାକ୍ଟର ପୋଖରୀକୁ ଖସି ପଡିବାରୁ ପଙ୍କରେ…

କୃତଜ୍ଞତା ଜଣାଇଲେ ଦିଲ୍ଲୀପ ରାୟ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ସମେତ…

ଭୁବନେଶ୍ୱର,୪ା୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଆସନ୍ତା ୧୬ରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। କହିବାକୁ ଗଲେ ୩ଟି ଆସନ…

ହୋଲିରେ ରାଜ୍ୟ କର୍ମଚାରୀଙ୍କୁ ବଡ଼ ଉପହାର, ୩% ବଢିଲା DA, ପେନଶନଭୋଗୀଙ୍କୁ…

ନୂଆଦିଲ୍‌ଲୀ,୪।୩: ହୋଲି ଅବସରରେ, ମଧ୍ୟପ୍ରଦେଶ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଖୁସି ଖବର ମିଳିଛି। ମୋହନ ଯାଦବଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାର ମହଙ୍ଗା ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri