ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ଧକ୍କା, ଚାଲିଗଲା ୨ ବାଇକ ଆରୋହୀଙ୍କ ଜୀବନ

ରାୟଗଡା,୨୭।୫(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ସିର୍ଜୁଳି ପଞ୍ଚାୟତର କଇଠପଦର ନିକଟ ମୁଖ୍ୟରାସ୍ତା ଉପରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଛିଡା ହୋଇଥିବା ଏକ ଲୁହା ରଡ ବୋଝେଇ ଟ୍ରକକୁ ଧକ୍କା ଦେଇ ୨ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତକ ୨ ଜଣ ହେଲେ ସିର୍ଜୁଳି ପଞ୍ଚାୟତ ବଡଆମ୍ବଗୁଡା ଗ୍ରାମର ତିରୁପତୀ ଶବର (୪୦) ଓ ମଣ୍ଟୁ ଶବର (୨୦) ।

ସୂଚନାନୁଯାୟୀ, ଦୁର୍ଘଟଣା ପରେ ତିରୁପତୀ ଏବଂ ମଣ୍ଟୁଙ୍କୁ ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ଗୁଣୁପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକ ଦୁଇଜଣ ଗୁଣୁପୁରକୁ କୈାଣସି କାମରେ ଆସି ନିଜ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri