ଦୁର୍ଘଟଣାରେ ଦୁଇ ବାଇକ୍‌ ଆରୋହୀ ମୃତ, ତନାଘନା ଜାରି

ସୁନ୍ଦରଗଡ଼,୨।୬: ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ମୁଖ୍ୟ ରାସ୍ତା ବାଲିଶଙ୍କରା ୨୩ ମାଇଲଠାରେ ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମାଳିଡିହି ଗ୍ରାମର ଅବିନାଶ ପ୍ରଧାନଏବଂ ବିରଞ୍ଚି ପ୍ରଧାନ ବୋଲି ଜଣାପଡିଛି। ଅନ୍ୟପକ୍ଷେ ଘଟଣାସ୍ଥଳରେ କୌଣସି ସିସିଟିଭି ଲାଗି ନ ଥିବାରୁ ଗାଡିକୁ ଚିହ୍ନଟ କରିବାରେ ସମସ୍ୟା ଦେଖାଦେଇଛି।

ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଅଜଣା ଗାଡିକୁ ଖୋଜି ବାହାର କରିବା ସହ ସମ୍ପୃକ୍ତ ଗାଡି ଡ୍ରାଇଭରଙ୍କୁ ତୁରନ୍ତ ଗିରଫ କରିବାକୁ ସାଧାରଣାରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri