ଦୁଇ ବାଇକ୍‌ ମୁହାଁମୁହିଁ: ଚାଲିଗଲା ୨ ଜୀବନ, ୨ ଗୁରୁତର

କାମାକ୍ଷାନଗର,୧୧ା୧(ଅମଜାଦ ଖାନ): ଢେଙ୍କାନାଳ ଜିଲା କାମାକ୍ଷାନଗର-ତୁମୁସିଙ୍ଗା ଥାନା ମହୁଲି ଓଟିପିସିଏଲ କଲୋନୀ ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଦ୍ବୟ ହେଲେ ମହୁଲି ଗ୍ରାମର ସାଗର ସାହୁ ଓ ଅଘିରାଗୋଡ଼ା ଗ୍ରାମର ଶିବରାମ ବେହେରା।

ସୂଚନାନୁସାରେ, କାମାକ୍ଷାନଗର ଆଡୁ ମହୁଲି ଗ୍ରାମର ସାଗର ସାହୁ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ତୁମୁସିଙ୍ଗା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କମାକ୍ଷାନଗର ମେଡିକାଲକୁ ପଠାଇଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗୁରୁତର ଦୁଇଜଣ ଦେଲେ ବାଇସାଙ୍ଗା ଗ୍ରାମର କାହ୍ନା ସାହୁ ଓ ଅଘିରାଗୋଡ଼ା ଗ୍ରାମର ବାପୁନ ସାହୁ। ମୃତକଙ୍କ ପରିବାରଙ୍କୁ ସରକାରୀ ସାହାଯ୍ୟ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍‌ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ...

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର...

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି

ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର...

ଗୁରୁବାର ସଂନ୍ଧ୍ୟାରେ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ, ପାଣ୍ଡିଆନ ଦେଲେ ସୂଚନା

ଗଞ୍ଜାମ,୯।୫: ଗୁରୁବାର ଗଞ୍ଜାମ କନିଷିରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀଙ୍କ ବିକାଶ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍‌

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ...

ଭାଜପାର ପ୍ରଚାର ଜୋରଦାର: ଘରେ ଘରେ ପହଞ୍ଚିଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୯/୫ (ଅରୁଣ ସାହୁ):କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଭାଜପାର ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ ନିଜ ପ୍ରଚାର ଜୋରଦାର କରିଛନ୍ତି। ସେ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri