ଆଙ୍କୁଲାଚଟି ଠାରେ ଦୁଇ ବାଇକ୍‌ ମୁହାଁମୁହିଁ

ଚିଲିକା।୧୯।୭( ଦିଲ୍ଲୀପ କୁମାର ସ୍ବାଇଁ ): ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ଅନ୍ତର୍ଗତ ଆଙ୍କୁଲାଚଟି ବଜାର ଭାରତୀୟ ଷ୍ଟେଟ ବ୍ୟାଙ୍କ ନିକଟରେ ଦୁଇ ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଉଭୟ ବାଇକ୍‌ ଚାଳକଙ୍କୁ ଆହତ ଅବସ୍ଥାରେ ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ନାଚୁଣୀ ପାଖରୁ ବାଲୁଗାଁ ଅଭିମୁଖେ ଏକ ବାଇକ ଆସୁଥିବା ବେଳେ ଖାରିବନ୍ଧ ବାଲୁଗାଁ ପଟରୁ ନାଚୁଣୀ ଅଭିମୁଖେ ଯାଉଥିବା ଏକ ବୁଲେଟ ମଧ୍ୟରେ ଧକ୍କା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri