ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ

ପୁରୀ,୧୪ା୮: ପୁରୀ ସହରର ଚକ୍ରତୀର୍ଥ ରୋଡ଼ସ୍ଥିତ ଏକ ହୋଟେଲରୁ ପଶ୍ଚିମବଙ୍ଗର ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସମୁଦ୍ରକୂଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

ପୁଲିସ ସୂତ୍ର ଅନୁସାରେ, ଏହି ଦୁଇ ବ୍ୟକ୍ତି ପଶ୍ଚିମବଙ୍ଗରୁ ଆସି ହୋଟେଲରେ ଦୁଇ ଦିନ ପୂର୍ବେ ରହୁଥିଲେ। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ସେମାନେ ଦୁଇ ଦିନ ଆଗରୁ ଆତ୍ମହତ୍ୟା କରିଥାଇପାରନ୍ତି। ତେବେ, ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ହୋଟେଲ କର୍ମଚାରୀଙ୍କ ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ରୁମରୁ ମୃତଦେହ ଉଦ୍ଧାର କରିଥିଲା। ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ପୁଲିସ ଏକ ଅପମୃତ୍ୟୁ (ୟୁଡି) ମାମଲା ରୁଜୁ କରି ମୃତଦେହର ପରିଚୟ ଓ ମୃତ୍ୟୁର କାରଣ ସମ୍ପର୍କରେ ଅଧିକ ତଦନ୍ତ ଚଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri