ରୁଷିଆ କବ୍‌ଜାରେ ବ୍ରିଟେନ ନାଗରିକ

ମସ୍କୋ, ୧୯ା୪: ରୁଷିଆ ସହ ଲଢ଼େଇବେଳେ ୟୁକ୍ରେନ୍‌ରୁ ଦୁଇ ବ୍ରିଟେନ ନାଗରିକଙ୍କୁ ମସ୍କୋ କବ୍‌ଜାରେ ଅଛନ୍ତି। ସେମାନଙ୍କ ଏକ ଭିଡିଓ ରୁଷିଆ ଷ୍ଟେଟ୍‌ ଟିଭିରେ ପ୍ରସାରିତ ହୋଇଛି। ଏହି ଦୁଇ ଜଣ ୟୁକ୍ରେନ୍‌ରେ ବନ୍ଦୀ ଥିବା ରୁଷିଆ ସପକ୍ଷବାଦୀ ରାଜନେତା ଭିକ୍ଟୋର ମେଡ୍‌ଭେଦ୍‌ଚୁକଙ୍କୁ ଅଦଳବଦଳ କରିବା ପାଇଁ କହୁଥିବା ଦେଖିବାକୁ ମିଳିଛି। ଭିକ୍ଟୋର ମଧ୍ୟ ଏକ ଭିଡିଓରେ ତାଙ୍କୁ ରୁଷିଆ ବନ୍ଦୀ କରିଥିବା ୟୁକ୍ରେନ୍‌ ସୈନ୍ୟଙ୍କ ସହ ଅଦଳବଦଳ କରିବା ପାଇଁ କହୁଥିବା ଦେଖାଯାଇଛି। ଭିଡିଓ ଯୋଗେ ଉଭୟେ ପୃଥକ ଭାବେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କୁ ଅନୁରୋଧ କରୁଛନ୍ତି। ବ୍ରିଟେନର ପିନ୍ନର ଏବଂ ଆସ୍‌ଲିନ୍‌ ମାରିଉପୋଲରେ ୟୁକ୍ରେନ୍‌ ସହ ଲଢ଼ିବା ପାଇଁ ଯାଇଥିଲେ। ସେଠାରୁ ରୁଷୀୟ ସୈନ୍ୟ ସେମାନଙ୍କୁ ବନ୍ଦୀ କରିଛନ୍ତି। ଭିଡିଓରେ ଜଣେ ଅଚିହ୍ନା ବ୍ୟକ୍ତି ସେମାନଙ୍କ ନିକଟରେ ଥିବା ଦେଖାଯାଇଛି। ଏଥିସହ ଭିକ୍ଟୋରଙ୍କୁ ମୁକୁଳାଇବା ପାଇଁ ତାଙ୍କ ସ୍ତ୍ରୀ ଓକ୍‌ସାନାଙ୍କ ଦାବିକୁ ମଧ୍ୟ ବୋରିସ୍‌ ଶୁଣିବା ଉଚିତ ବୋଲି ଆସ୍‌ଲିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri