Posted inରାଜ୍ୟ

ସାଙ୍ଗ ହୋଇ ୨ଭାଇ ଯାଇଥିଲେ ଖେଳିବାକୁ, ଏକାଠି ନେଲେ ସମାଧି

କେନ୍ଦୁଝର, ୫ା୩(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଅର୍ଶଳା ଗ୍ରାମର ଦୁଇ ଭାଇ ଶୁକ୍ରବାର ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ଖେଳୁଥିବା ବେଳେ ଅସାବଧାନତା ଯୋଗୁ ଉଭୟ ବୁଡ଼ି ଯାଇଥିତ୍ବା ସୂଚନା ମିଳିଛି। ମୃତକ ଦ୍ୱୟ ହେଲେ ଏମ୍‌.ଡି ଆନସାରୀଙ୍କ ପୁଅ ଆରକମ ଆନସାରୀ(୧୩) ଏବଂ ଆରହନ ଆନସାରୀ(୧୧)। ଅପରାହ୍ନରେ ଦୁଇଭାଇ ଘରୁ ସାଇକେଲ ନେଇ ଖେଳିବାକୁ ଯାଇଥିଲେ। ହେଲେ ଦୀର୍ଘ ସମୟ ହେଲା ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ସେମାନେ ନେଇଥିବା ସାଇକେଲ ପୋଖରୀ ହୁଡ଼ାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ପରେ ପୋଖରୀ ମଧ୍ୟରୁ ଉଭୟଙ୍କୁ ଉଦ୍ଧାର କରି ପରିବାର ଲୋକେ ଝୁମ୍ପୁରା ଡାକ୍ତରଖାନକୁ ଚିକିତ୍ସା ନିମନ୍ତେ ନେଇଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଝୁମ୍ପୁରା ପୋଲିସ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆରେ ଆଉ ଏକ ନୂଆ ଇତିହାସ ରଚିଲେ କୋହଲି, ନିଜ ନାଁରେ କଲେ ବଡ଼ ରେକର୍ଡ, ତେନ୍ଦୁଲକରଙ୍କୁ ପକାଇଲେ ପଛରେ…

ନୂଆଦିଲ୍ଲୀ, ୪।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ୫ଟି ମ୍ୟାଚ ବିଶିଷ୍ଟ ଦିନିକିଆ (ODI) ସିରିଜର ପ୍ରଥମ ମୁକାବିଲାରେ ଟିମ ଇଣ୍ଡିଆର ଦିଗ୍ଗଜ ଖେଳାଳି ବିରାଟ…

‘ଲଢ଼ିବିନି ନିର୍ବାଚନ, ସିଧା ନେବି CM ଶପଥ’, ଅଖିଳେଶ ଯାଦବଙ୍କ ବଡ଼ ଘୋଷଣା! ରାଜନୀତିରେ ହଲଚଲ

ନୂଆଦିଲ୍ଲୀ, ୪।୧୧: ସମାଜବାଦୀ ପାର୍ଟି (ଏସ୍‌ପି) ସୁପ୍ରିମୋ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଆଗାମୀ ୨୦୨୭ ବିଧାନସଭା ନିର୍ବାଚନକୁ ନେଇ ଏକ ବଡ଼…

ଡୁଙ୍ଗୁରୀରେ ବେଆଇନ ମଦ ବିକ୍ରିକୁ ନେଇ ତାତି: ଥାନା ଘେରିଲେ ମହିଳା

ଅମରପାଲି, ୩।୧୧ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଜଟେସିଂହା ପଞ୍ଚାୟତର ଡୁଙ୍ଗୁରୀ ଗ୍ରାମରେ ବେଆଇନ ମଦ ବିକ୍ରିକୁ ନେଇ ଅସନ୍ତୋଷ ତୀବ୍ର ହୋଇଛି।…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ପାଇଁ ଏମିତି କାମ କଲେ ଅର୍ଶଦୀପ: ଖୋଲି କହିଲେ ମନର କଥା

ଅକଲାଣ୍ଡ,୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ବୋଲର ଅର୍ଶଦୀପ ସିଂହଙ୍କ ପ୍ରଦର୍ଶନ ବେଶ ପ୍ରଭାବଶାଳୀ ରହିଥିଲା। ସେ ୧୦ ଓଭର ବୋଲିଂ କରି ୭୦ ରନ…

ପର୍ଯ୍ୟଟକଙ୍କ ପାଇଁ ଖୁସିଖବର: ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି, ୪।୧୧ (ପ୍ରଶାନ୍ତ କୁମାର ବିଶ୍ୱାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ଅପେକ୍ଷାର ଅନ୍ତ ଘଟିଛି। ବୁଧବାରଠାରୁ ୨୦୨୬-୨୭ ପର୍ଯ୍ୟଟନ ଋତୁ ପାଇଁ ଖୋଲିଛି କୁଲଡିହା ଅଭୟାରଣ୍ୟ। ପ୍ରଥମ…

ଧନତେରସରୁ ଚମକିବ ୪ରାଶିଙ୍କ ଭାଗ୍ୟ, ପ୍ରଚୁର ଧନଲାଭ! ମିଳିବ ପୁଳାପୁଳା ଟଙ୍କା…

ନଭେମ୍ୱର 8, 2026 ରେ ଦୀପାବଳିର ମହାପର୍ୱ ପାଳନ କରାଯାଉଛି। ଏହାକୁ ବର୍ଷର ସବୁଠାରୁ ବିଶେଷ ପର୍ୱ ଭାବରେ ବିବେଚନା କରାଯାଏ, ଯାହା ଜୀବନରେ ଖୁସି, ଶୁଭପ୍ରଦତା,…

ଅଦ୍ଭୁତ କ୍ୟାଚ୍‌ ଧରି ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କୋହଲି: ନ୍ୟୁଜିଲାଣ୍ଡ ମାଟିରେ କଲେ ଏମିତି କାରନାମା

ନୂଆଦିଲ୍ଲୀ,୪।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍ର ପ୍ରଥମ ମୁକାବିଲା ଅକଲାଣ୍ଡର ଇଡେନ ପାର୍କରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର…

ମାଥିଲିରେ ଭୂସ୍ଖଳନ, ଖସିଲା ବିରାଟ ପଥର

ମାଲକାନଗିରି, ୪।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଅଞ୍ଚଳର ନାଏକଗୁଡ଼ାଠାରେ ଭୂସ୍ଖଳନ ଘଟିଛି। ଏହି ସମୟରେ ପାହାଡ଼ରୁ ଏକ ବିରାଟ ପଥର ଖସି ଆସିଥିବା ବେଳେ ଅଳ୍ପକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?