ଘରକୁ ଫେରୁଥିଲେ ୨ ଭାଇ, ବିଦ୍ୟୁତ ଖୁଣ୍ଟରେ ପିଟିହେଲା ବାଇକ୍‌: ଆଉ ତା’ପରେ…

ଗୁଣପୁର,୧୨।୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ନିକଟ ଲିମାମଡା ଗ୍ରାମ ମୁଖ୍ୟ ରାସ୍ତା ନିକଟରେ ବାଇକ ଦୁର୍ଘଟଣାରେ ଦୁଇ ସମ୍ପର୍କୀୟ ଭାଇ ମୃତ। ମୃତକ ଦୁଇ ଭାଇ ମୁନା କିମ୍ବାକା, କ୍ରିଷ୍ଣା କିମ୍ବାକା। ମୃତକମାନେ ହେଲେ ଗୁଡାରି ବ୍ଲକ କଦମା ପଞ୍ଚାୟତର ନିଲାଗୁଡା ଗ୍ରାମ ବୋଲି ଜଣାପଡିଛି। କୌଣସି କାମରେ ଗୁଣପୁର ଆସି ନିଜ ଘର ଅଭିମୁଖେ ଫେରୁଥିବା ବେଳେ ଲିମାମଡା ନିକଟ ମୁଖ୍ୟ ରାସ୍ତାରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ଧକ୍କା ଦେଇଥିଲେ। ଘଟଣାସ୍ଥଳରୁ ଗୁରୁତର ଅବସ୍ଥାରେ ପୋଲିସ ଓ ଅଞ୍ଚଳବାସୀ ଉଦ୍ଧାର କରି ଗୁଣପୁର ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ପହଞ୍ଚାଇଥିଲେ। ଦୁଇ ସମ୍ପର୍କୀୟ ଭାଇଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ଡାକ୍ତର। ଘଟଣାସ୍ଥଳରେ ଗୁଣୁପୁର ପୋଲିସ ଶବକୁ ଜବତ କରି ତଦନ୍ତ କରୁଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri