୨ ବିଏସ୍‌ଏଫ୍‌ ଯବାନଙ୍କୁ କରୋନା: ସାନିଟାଇଜ୍‌ ହେଲା ଜଟଣୀ କ୍ୟାମ୍ପସ

ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ରୋଡ ଜଟଣୀ ସ୍ଥିତ ବିଏସଏଫ କ୍ୟାମ୍ପରେ ୨ ଜଣ ଯବାନ
କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରବିବାର ବିଏସ୍‌ଏଫ୍‌ କ୍ୟାମ୍ପ ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରାଯାଇଛି।

କ୍ୟାମ୍ପରେ ମୋଟ ୨୪୫ ଜଣ ଯବାନ ରହୁଛନ୍ତି । ତେବେ ଦୁଇ ଯବାନ ପଜିଟିଭ ଚିହ୍ନଟ ହେବା ପରେ ସମସ୍ତଙ୍କ ସ୍ବାବ ଟେଷ୍ଟ କରାଯିବ ବୋଲି ସ୍ଥିର ହୋଇଛି । ପୂର୍ବରୁ ସ୍ଥାନୀୟ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ଏବେ ଏହାକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା ଆବଶ୍ୟକତା ନ ଥିବା ଖୋର୍ଦ୍ଧା ଜିଲାପାଳ ଶିତାଂଶୁ ରାଉତ କହିଛନ୍ତି ।

ପ୍ରକାଶ ଯେ, ଏହା ପୂର୍ବରୁ ଓଡ୍ରାଫ୍‌ ଓ ଏନ୍‌ଡିଆର୍‌ଏଫ୍‌ ଯବାନମାନେ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିଲେ। ସେମାନେ ଅମ୍ଫାନ ବିପତ୍ତି ବେଳେ ପଶ୍ଚିମବଙ୍ଗ ଯାଇଥିଲେ ଓ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri