୨ ବିଏସ୍‌ଏଫ୍‌ ଯବାନଙ୍କୁ କରୋନା: ସାନିଟାଇଜ୍‌ ହେଲା ଜଟଣୀ କ୍ୟାମ୍ପସ

ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ରୋଡ ଜଟଣୀ ସ୍ଥିତ ବିଏସଏଫ କ୍ୟାମ୍ପରେ ୨ ଜଣ ଯବାନ
କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରବିବାର ବିଏସ୍‌ଏଫ୍‌ କ୍ୟାମ୍ପ ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରାଯାଇଛି।

କ୍ୟାମ୍ପରେ ମୋଟ ୨୪୫ ଜଣ ଯବାନ ରହୁଛନ୍ତି । ତେବେ ଦୁଇ ଯବାନ ପଜିଟିଭ ଚିହ୍ନଟ ହେବା ପରେ ସମସ୍ତଙ୍କ ସ୍ବାବ ଟେଷ୍ଟ କରାଯିବ ବୋଲି ସ୍ଥିର ହୋଇଛି । ପୂର୍ବରୁ ସ୍ଥାନୀୟ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ଏବେ ଏହାକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା ଆବଶ୍ୟକତା ନ ଥିବା ଖୋର୍ଦ୍ଧା ଜିଲାପାଳ ଶିତାଂଶୁ ରାଉତ କହିଛନ୍ତି ।

ପ୍ରକାଶ ଯେ, ଏହା ପୂର୍ବରୁ ଓଡ୍ରାଫ୍‌ ଓ ଏନ୍‌ଡିଆର୍‌ଏଫ୍‌ ଯବାନମାନେ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିଲେ। ସେମାନେ ଅମ୍ଫାନ ବିପତ୍ତି ବେଳେ ପଶ୍ଚିମବଙ୍ଗ ଯାଇଥିଲେ ଓ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିବୀରଙ୍କ କାର୍ଯ୍ୟକାଳ ୨ ବର୍ଷ ବୃଦ୍ଧି

ନୂଆଦିଲ୍ଲୀ, ୫ା୧୧ (ପି.ଟି.): ସେନାର ଅଗ୍ନିପଥ ନିଯୁକ୍ତି ଯୋଜନାରେ କେନ୍ଦ୍ର ସରକାର ବୁଧବାର ଏକ ବଡ଼ଧରଣର ପରିବର୍ତ୍ତନ ଘୋଷଣା କରିଛନ୍ତି। ନୂତନ ନିଷ୍ପତ୍ତି ଅନୁଯାୟୀ, ୪ ବର୍ଷର…

ମିଡ୍‌ଟର୍ମ ପରାଜୟ ପରେ ଜେଡି ଭାନ୍ସଙ୍କ ବଡ଼ ବୟାନ, ଏହି କାରଣରୁ ହାରିଲୁ…

ୱାଶିଂଟନ୍‌,୪ା୧୧: ଇରାନ୍‌ ସହ ଯୁଦ୍ଧ ଆମେରିକାର ରିପବ୍ଲିକାନ୍‌ ପାର୍ଟିର ମଧ୍ୟବର୍ତ୍ତୀ ବା ମିଡ୍‌ଟର୍ମ ନିର୍ବାଚନ ପରାଜୟର ପ୍ରମୁଖ କାରଣ । ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ବୁଧବାର…

‘ଗଣତନ୍ତ୍ରର ସୁରକ୍ଷା ପାଇଁ ଏକଜୁଟ ହେବାକୁ ଆହ୍ୱାନ’

ପାଟଣା,୪।୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ତୁରୁମୁଙ୍ଗାସ୍ଥିତ କଲ୍ୟାଣ ମଣ୍ଡପରେ ବୁଧବାର ଭାଜପା ପକ୍ଷରୁ ‘ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ଅଭିଯାନ ଅବସରରେ…

ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, ୨ରୁ ଅଧିକ ସନ୍ତାନ ଥିଲେ ନିର୍ବାଚନ…..

ନୂଆଦିଲ୍ଲୀ,୪ା୧୧(ପି.ଟି): ବିଗତ କିଛି ଦଶନ୍ଧି ମଧ୍ୟରେ ହୋଇଥିବା ଜନସଂଖ୍ୟା ଜନିତ ପରିବର୍ତ୍ତନ ଯୋଗୁ ଅତ୍ୟଧିକ ଜନସଂଖ୍ୟା ବୃଦ୍ଧିର ଭୟ ଦୂର ହୋଇଯାଇଛି । ତେଣୁ ୨ରୁ ଅଧିକ…

ବ୍ୟାଙ୍କରୁ ଟଙ୍କା ଉଠାଇ ଆସିବାବେଳେ ଲୁଟ୍‌: ବ୍ୟବସାୟୀଙ୍କଠାରୁ ଅଭିନବ ଉପାୟରେ ଟଙ୍କାଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୪ା୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ-ଧାନଘର ଗାଁ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତାରେ ଜଣେ ବ୍ୟବସାୟୀ କୁଞ୍ଜନ ପାଢ଼ୀଙ୍କ ଠାରୁ ୬୦ ହଜାର ଟଙ୍କା ଥିବା…

କୋର୍ଟରେ ହାଜର ହେଉନଥିଲେ, ୨ ଅଭିଯୁକ୍ତଙ୍କୁ ଗିରଫ କଲା ପାଟପୁର ପୋଲିସ

ଦିଗପହଣ୍ଡି,୪।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମର କୁନା ବେହେରା ଏବଂ ଯୁଧିଷ୍ଠିର ବେହେରାଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି…

ଘରେ ଲୁଚାଇ ରଖିଥିଲେ ବିପୁଳ ବାଣ, ଚଢ଼ାଉ କରି ଜବତ କଲା ପୋଲିସ

ଦିଗପହଣ୍ଡି/ଚିକିଟି,୪।୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ପୋଲିସ ଟିମ୍ ଚିକିଟି ପେଣ୍ଠ ଗ୍ରାମର ଏକ ଘରେ ଚଢ଼ାଉ କରିଛି…

’ଅନ୍ତ୍ୟୋଦୟ ନଗର’ ପ୍ରକଳ୍ପର ସମୀକ୍ଷା କଲେ ଜିଲାପାଳ, ହିତାଧିକାରୀଙ୍କ ବିକାଶ ଉପରେ ସ୍ପେଶାଲ ଫୋକସ୍‌

ଗୋଲାମୁଣ୍ଡା,୪ା୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଲେତେର ପଞ୍ଚାୟତର ତୁର୍ଲାପଡା(ବାଗମୁଣ୍ଡା ) ଗ୍ରାମରେ ବୁଧବାର ‘ଅନ୍ତ୍ୟୋଦୟ ନଗର’ ପ୍ରକଳ୍ପର ସମୀକ୍ଷା କରିଛନ୍ତି ଜିଲାପାଳ ପାଓ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?