୨ ବିଏସ୍‌ଏଫ୍‌ ଯବାନଙ୍କୁ କରୋନା: ସାନିଟାଇଜ୍‌ ହେଲା ଜଟଣୀ କ୍ୟାମ୍ପସ

ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ରୋଡ ଜଟଣୀ ସ୍ଥିତ ବିଏସଏଫ କ୍ୟାମ୍ପରେ ୨ ଜଣ ଯବାନ
କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରବିବାର ବିଏସ୍‌ଏଫ୍‌ କ୍ୟାମ୍ପ ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରାଯାଇଛି।

କ୍ୟାମ୍ପରେ ମୋଟ ୨୪୫ ଜଣ ଯବାନ ରହୁଛନ୍ତି । ତେବେ ଦୁଇ ଯବାନ ପଜିଟିଭ ଚିହ୍ନଟ ହେବା ପରେ ସମସ୍ତଙ୍କ ସ୍ବାବ ଟେଷ୍ଟ କରାଯିବ ବୋଲି ସ୍ଥିର ହୋଇଛି । ପୂର୍ବରୁ ସ୍ଥାନୀୟ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ଏବେ ଏହାକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା ଆବଶ୍ୟକତା ନ ଥିବା ଖୋର୍ଦ୍ଧା ଜିଲାପାଳ ଶିତାଂଶୁ ରାଉତ କହିଛନ୍ତି ।

ପ୍ରକାଶ ଯେ, ଏହା ପୂର୍ବରୁ ଓଡ୍ରାଫ୍‌ ଓ ଏନ୍‌ଡିଆର୍‌ଏଫ୍‌ ଯବାନମାନେ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିଲେ। ସେମାନେ ଅମ୍ଫାନ ବିପତ୍ତି ବେଳେ ପଶ୍ଚିମବଙ୍ଗ ଯାଇଥିଲେ ଓ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଲା ପଡ଼ିବ ୫ ଶହ ଏକର ଜମି

ପଟ୍ଟାମୁଣ୍ଡାଇ,୧୧।୧(ଡି.ଏନ.ଏ.): ପଟ୍ଟାମୁଣ୍ଡାଇ ଗ୍ରାମ ଉନ୍ନୟନ ବିଭାଗ ପକ୍ଷରୁ ମାଳିବସା ଠାରୁ ମିଜାଉଁଣୀ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ୫ କିମି ରାସ୍ତା ନିର୍ମାଣ ଚାଲିଛି।...

ବିଏମ୍‌ସି କର୍ମଚାରୀଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧।୯(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦକ୍ଷିଣ-ପୂର୍ବ ଜୋନ୍‌ରେ କାର୍ଯ୍ୟରତ ଏନ୍‌ଫୋର୍ସମେଣ୍ଟ ଇନ୍ସପେକ୍ଟର ପ୍ରଫୁଲ୍ଲ କୁମାର ବେହେରାଙ୍କର ସୋମବାର ପୂର୍ବାହ୍ନରେ କରୋନାରେ ମୃତ୍ୟୁ ଘଟିଛି।...

ବର୍ଷା କାରଣରୁ ବାତିଲ ହେଲା ପର୍ବତାରୋହଣ କାର୍ଯ୍ୟକ୍ରମ

କୋକସରା,୨୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲାର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାରେ ୨୧ ତାରିଖ ବୁଧବାର ଦିନ ଏନ୍‌.ସି.ସି ପକ୍ଷରୁ ଅଲ୍‌ ଇଣ୍ଡିଆ ଟ୍ରାଇବଲ୍‌ ପର୍ବତାରୋହଣ ଶିବିର ଅନୁଷ୍ଠିତ ପାଇଁ...

ମହୁଲ ଚୋରାଚାଲାଣ: ଗାଡ଼ି ଜବତ, ଜଣେ ଗିରଫ

ବାଲିଗୁଡ଼ା,୧୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ ୫୨ ବସ୍ତା ମହୁଲ ଜବତ ହୋଇଛି। ଏହି ମହୁଲ ଚୋରାଚାଲାଣ ହେଉଥିବା କୌଣସି...

ଓଡ଼ିଶାକୁ ମିଳିଲା ରାଷ୍ଟ୍ରୀୟ ଖଣିଜ ବିକାଶ ପୁରସ୍କାର

ଭୁବନେଶ୍ୱର,୧୩।୭(ବ୍ୟୁରୋ): ୨୦୨୧-୨୨ରେ ୪୯ ହଜାର ୫୩୦ କୋଟି ଟଙ୍କାର ଖଣି ରାଜସ୍ବ ଆଦୟ ହୋଇଛି। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ୧୧ ହଜାର ୮୮୭ କୋଟି...

୨ ବର୍ଷରେ ଇବ୍‌ ନଦୀ ଉପରେ ହେବ ୨ ବ୍ୟାରେଜ

ଭୁବନେଶ୍ୱର,୧୧ା୧(ବ୍ୟୁରୋ)”ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସୁନ୍ଦରଗଡ଼ ସଦର ବ୍ଲକ୍‌ ଅନ୍ତର୍ଗତ କୋପସିଙ୍ଗା ଓ କୁଡ଼ାବଙ୍ଗାଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍‌ ନଦୀ ଉପରେ...

ମଣ୍ଡିରେ ଉପାସ ରହିବେନି ଚାଷୀ

ପାରଳାଖେମୁଣ୍ଡି,୧୧ା୧(ଡି.ଏନ୍‌.ଏ.): ଗଜପତି ଜିଲାରେ ମଣ୍ଡିକୁ ଧାନବିକ୍ରି କରିବାକୁ ଆସୁଥିବା ଚାଷୀମାନେ ଆଉ ଉପାସ ରହିବେନି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଇଛି।...

ସାର୍ଟିଫିକେଟ ଲାଗି ସ୍କୁଲରେ ତାଲା ପକାଇଲେ ଛାତ୍ରୀ

ବିଞ୍ଝାରପୁର,୧୧।୧୧(ଡି.ଏନ.ଏ.): ବିଦ୍ୟାଳୟରେ ସାର୍ଟିଫିକେଟ ପ୍ରଦାନ ପାଇଁ ଲାଞ୍ଚ କାରବାର ହେଉଥିବା ଅଭିଯୋଗ ଆସିଛି। ତେବେ ଲାଞ୍ଚ ନେଇ ମଧ୍ୟ ସାର୍ଟିଫିକେଟ ନ ଦେବାରୁ ଛାତ୍ରୀ ବୁଧବାର...

Advertisement
Archives

Model This Week