ଭଷ୍ମା ପୋଲିସ ହାତରେ ଧରାପଡ଼ିଲେ ୨ ଗଞ୍ଜେଇ ଚୋରା ଚାଲାଣକାରୀ

ସୁନ୍ଦରଗଡ,୧୨।୧(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା ଭଷ୍ମା ଥାନା ପୋଲିସ ୨ଜଣ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨କେଜି ଗଞ୍ଜେଇ ଏବଂ ଗୋଟିଏ ବାଇକକୁ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ଛତିଶଗଡ଼ ରାଜ୍ୟ ଯଶପୁର ଜିଲା ଫରସାବାହାଲ ଥାନା ପଣ୍ଡରିପାନି ଗ୍ରାମର ସମୀର ତିର୍କୀ(୨୨)ଓ ବିଜୟ ନାଏକ(୨୫)। ସେମାନେ ଝାରସୁଗୁଡା ପଟୁ ସୁନ୍ଦରଗଡକୁ ବାଇକ ଯୋଗେ ଆସୁଥିବା ସୂଚନା ପାଇ ଏସ୍‌ପି ସାଗରିକା ନାଥଙ୍କ ନିର୍ଦ୍ଦେଶ କ୍ରମେ ଭଷ୍ମା ଥାନା ପୋଲିସ ଯାଞ୍ଚ କରି ଏହି ଗଞେଇ ଜବତ କରିଥିଲା। ଗିରଫ ପରେ ଅଭିଯୁକ୍ତଙ୍କୁ ସୁନ୍ଦରଗଡ କୋର୍ଟକୁ ଚାଲାଣ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?