ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri